Romans 13:7 — Compare Translations
7 translations compared side by side
Odia - 1840
"ସମାଜ ରେ ଯାହାଙ୍କର ଯାହା ପ୍ରାପ୍ଯ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦବୋ କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦଇେ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସମାନଙ୍କେୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦବୋ କଥା ସମାନଙ୍କେୁ ସମ୍ମାନ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ଵ ଦେବାକୁ ହୁଏ, ତାହାଙ୍କୁ ରାଜସ୍ଵ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ସେମାନଙ୍କର ଯାହା ପ୍ରାପ୍ୟ, ତାହା ଦେଇ ଦିଅ। ରାଜସ୍ୱ ବା ଶୁଳ୍କ ତୁମର ଯାହା ଦେୟ, ତାହା ପଇଠ କରି ଦିଅ ଏବଂ ସେମାନଙ୍କୁ ଯଥୋଚିତ ଶ୍ରଦ୍ଧା ଓ ସମ୍ମାନ ପ୍ରଦର୍ଶନ କର।
Odia Bible ERV 2004 (ପବିତ୍ର ବାଇବଲ)
ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର।
Odia IRV 2017 (ଓଡିଆ ବାଇବେଲ)
ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಜೆ ಕೊನಾ-ಕೊನಾಚೆ ತುಮಿ ದಿತಲೆ ಹಾಶಿ, ತೆ ದಿವಾ; ಸ್ವತಾಚಿ ಹೊಂವ್ದಿತ್, ಅಸ್ತಿಚಿ ತೆರ್ಗಿ ಹೊಂವ್ದಿತ್ ದಿವಾ, ಅನಿ ತೆಂಕಾ ಮಾನ್ ಅನಿ ಗೌರವ್ ದಿವಾ.