Romans 13:8 — Compare Translations

7 translations compared side by side

Odia - 1840
"କାହାର ଋଣୀ ହୁଅ ନାହିଁ। କିନ୍ତୁ ପରପ୍ପର ପ୍ରତି ପ୍ ରମରେ ଋଣ ରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବେଶୀକୁ ପ୍ ରମେ କରେ ସେ ସଂପୂର୍ଣ ବ୍ଯବସ୍ଥା ମାନିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପରସ୍ପରକୁ ପ୍ରେମ କରିବା ଛଡ଼ା ଆଉ କୌଣସି ବିଷୟରେ କାହାର ଋଣୀ ହୋଇ ରହ ନାହିଁ। ଯେ ଅନ୍ୟକୁ ପ୍ରେମ କରେ, ସେ ବ୍ୟବସ୍ଥା ପାଳନ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକଙ୍କୁ ପ୍ରେମ କରିବା ହିଁ ବ୍ୟବସ୍ଥା ଅଟେ କାହାର ଋଣୀ ହୁଅ ନାହିଁ। କିନ୍ତୁ ପରସ୍ପର ପ୍ରତି ପ୍ରେମର ଋଣରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବାସିକୁ ପ୍ରେମ କରେ ସେ ସମ୍ପୂର୍ଣ୍ଣ ବ୍ୟବସ୍ଥା ମାନିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ବ୍ୟବସ୍ଥା ସଫଳ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ମୋଶାଙ୍କ ବ୍ୟବସ୍ଥା ସଫଳ କରିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕಾಮೆಕಾಚೊ ಪ್ರೆಮ್ ಕರುಚೊ -ಮನ್ತಲ್ಯಾ ಹ್ಯಾ ಎಕುಚ್ ಎಕ್ ರಿನಾತ್ ಸೊಡುನ್ ಕೊನಾಚ್ಯಾಬಿ ಕಸ್ಲ್ಯಾಬಿ ರಿನಾತ್ ರ್‍ಹಾವ್‍ನಕಾಶಿ. ಕಶ್ಯಾಕ್ ಮಟ್ಲ್ಯಾರ್, ಜೊ ಕೊನ್ ಎಕಾಮೆಕಾಚೊ ಪ್ರೆಮ್ ಕರ್‍ತಾ ತೊ ಸಗ್ಳೆ ಖಾಯ್ದೆ ಫಾಳ್ತಾ.