Romans 13:9 — Compare Translations

7 translations compared side by side

Odia - 1840
"ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
“ବ୍ୟଭିଚାର କର ନାହିଁ, ନର ହତ୍ୟା କର ନାହିଁ, ଚୋରି କର ନାହିଁ, ପର ଦ୍ରବ୍ୟ ଲୋଭ କର ନାହିଁ”, ଇତ୍ୟାଦି ସମସ୍ତ ଆଜ୍ଞା ଗୋଟିଏ ଆଜ୍ଞାରେ ନିହିତ- “ତୁମ ପଡ଼ୋଶୀକୁ ଆତ୍ମତୁଲ୍ୟ ପ୍ରେମ କର।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: “ବ୍ୟଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭେରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।” ଏହି ସମସ୍ତ ଆଦେଶ ଗୁଡ଼ିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡ଼ିକ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: “ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସିକୁ ପ୍ରେମ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।
Odia IRV 2017 (ଓଡିଆ ବାଇବେଲ)
କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ವೆಭಿಚಾರ್ ಕರುನಕೊ, ಜಿವಾನಿ ಮಾರುನಕೊ, ಚೊರುನಕೊ, ದುಸ್ರ್ಯಾಂಚ್ಯಾ ಸಾಮಾನಾಂಚಿ ಆಶಾ ಕರುನಕೊ”, ಹೆ ಅನಿ ದುಸ್ರೆ ಕಸ್ಲೆಬಿ ಜೆ ಖಾಯ್ದೆ ಹಾತ್ ತೆ “ತುಜೊ ತಿಯಾ ಪ್ರೆಮ್ ಕರ್‍ತೆ ತಸೊ ತುಜ್ಯಾ ಸೆಜಾರ್‍ಯಾಚೊಬಿ ಪ್ರೆಮ್ ಕರ್” ಮನ್ತಲ್ಯಾ ಹ್ಯಾ ಹುಕುಮಾತ್ ಮಿಳಲ್ಲೆ ಹಾತ್.