Romans 14:10 — Compare Translations

7 translations compared side by side

Odia - 1840
"ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ଯାୟବିଚ୍ଭାର ପାଇଁ ପରମେଶ୍ବରଙ୍କ ଆଗ ରେ ଠିଆ ହବୋ, ଓ ସେ ଆମ୍ଭର ବିଚ୍ବାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ଵା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ଵରଙ୍କ ବିଚାରାସନ ଛାମୁରେ ଠିଆ ହେବା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ତୁମେ କାହିଁକି ଅବା ଆପଣା ଭାଇକୁ ଘୃଣା କରୁଛ? କାହିଁକି ଅବା ଆପଣା ଭାଇକୁ ଘୃଣା କରୁଛ? ଆମେ ସମସ୍ତେ ବିଚାରିତ ହେବା ପାଇଁ ଈଶ୍ୱରଙ୍କ ସମ୍ମୁଖରେ ଠିଆ ହେବାକୁ ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ତୁମ୍ଭେ ନିଜ ଭାଇଙ୍କୁ ବିଗ୍ଭର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ୟାୟବିଗ୍ଭର ପାଇଁ ପରମେଶ୍ୱରଙ୍କ ଆଗରେ ଠିଆ ହେବା, ଓ ସେ ଆମ୍ଭର ବିଗ୍ଭର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ବରଙ୍କ ବିଚାରାସନ ଛାମୁରେ ଠିଆ ହେବା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେ କାହିଁକି ଆପଣା ଭାଇର ବିଚାର କରୁଅଛ? କିମ୍ବା ତୁମ୍ଭେ କାହିଁକି ଆପଣା ଭାଇକୁ ତୁଚ୍ଛ କରୁଅଛ? ଆମ୍ଭେମାନେ ସମସ୍ତେ ତ ଈଶ୍ୱରଙ୍କ ବିଚାରାସନ ଛାମୁରେ ଠିଆ ହେବା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಜಾಲ್ಯಾರ್, ಕಾಯ್ ಮನುನ್ ಘೆವ್ನ್ ತಿಯಾ ತುಜ್ಯಾ ಭಾವಾಚಿ ನಾತರ್ ಭೆನಿಚಿ ಝಡ್ತಿ ಕರ್ತೆಯ್? ನಾಹೊಲ್ಯಾರ್ ಸಗ್ಳೆಬಿ ಖಾತಲೊ ತಿಯಾ ಭಾವಾಕ್ ನಾತರ್ ಭೆನಿಕ್ ಖಾಲ್ತಿ ಕರುನ್ ಬಗ್ತೆಯ್? ಅಮ್ಕಾ ಸಗ್ಳ್ಯಾಕ್ನಿಬಿ ದೆವಾಚ್ಯಾ ಇದ್ರಾಕ್ ಝಡ್ತಿಕ್ ಇಬೆ ರ್‍ಹಾವ್ಕ್ ಪಾಜೆ.