Romans 14:11 — Compare Translations

7 translations compared side by side

Odia - 1840
"ଶାସ୍ତ୍ର ରେ ଲଖାେ ଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଜାନୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ଵା ଈଶ୍ଵରଙ୍କ ପ୍ରଶଂସା କରିବ ।”
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯେପରିକି ଶାସ୍ତ୍ରରେ ଲେଖାଅଛି: “ପ୍ରଭୁ କହୁଛନ୍ତି, ଯେହେତୁ ଆମ୍ଭେ ଜୀବିତ ଈଶ୍ୱର, ସମସ୍ତେ ଆମ୍ଭ ସମ୍ମୁଖରେ ଆଣ୍ଠୁ ପାତିବେ। ଆମ୍ଭେ ଈଶ୍ୱର ବୋଲି ସମସ୍ତେ ସ୍ୱୀକାର କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ରରେ ଲେଖା ଅଛି: “ପ୍ରଭୁ କହିଛନ୍ତି: ପ୍ରତ୍ୟେକ ଲୋକ ମୋ’ ଆଗରେ ଆଣ୍ଠୁ ମାଡ଼ି ବସିବ। ପ୍ରତ୍ୟେକ ଲୋକ ମୋତେ ପରମେଶ୍ୱର ବୋଲି କହିବ। ମୁଁ ଜୀବିତ ଥିବା ଯେପରି ସତ୍ୟ, ସେହିପରି ଏହା ଘଟିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଲେଖାଅଛି, “ପ୍ରଭୁ କହନ୍ତି, ‘ଆମ୍ଭେ ଜୀବିତ ଥିବା ପ୍ରମାଣେ,’ ‘ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ବରଙ୍କ ପ୍ରଶଂସା କରିବ।’”
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଲେଖା ଅଛି, "ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ, ପ୍ରତ୍ୟେକ ଆଣ୍ଠୁ ଆମ୍ଭ ଛାମୁରେ ନତ ହେବ, ଆଉ ପ୍ରତ୍ୟେକ ଜିହ୍ୱା ଈଶ୍ୱରଙ୍କ ପ୍ରଶଂସା କରିବ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಪವಿತ್ರ್ ಪುಸ್ತಕ್ ಮನ್ತಾ, “ಸರ್ವೆಸ್ವರ್ ದೆವ್ ಮನ್ತಾ, ಮಿಯಾ ಖರೆಚ್ ಝಿತ್ತೊ ದೆವ್, ಸಗ್ಳೆ ಜಾನಾ ಮಾಜ್ಯಾ ಇದ್ರಾಕ್ ಢಿಂಬಿಯಾ ಘಾಲ್ತ್ಯಾತ್. ಅನಿ ಸಗ್ಳಿ ಲೊಕಾ ಮಿಯಾ ದೆವ್ ಮನುನ್ ಮಾಜಿ ಸುತ್ತಿ ಕರ್‍ತಾ”.