Romans 14:12 — Compare Translations
7 translations compared side by side
Odia - 1840
"ଅତଏବ ପ୍ରେତ୍ୟକକ ଲୋକକୁ ପରମେଶ୍ବରଙ୍କ ସାମନା ରେ ନିଜ ଜୀବନର ହିସାବ ଦବୋକୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ଵରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମ ପ୍ରତ୍ୟେକଙ୍କୁ ଈଶ୍ୱରଙ୍କ ନିକଟରେ ନିଜ ନିଜର ହିସାବ ଦେବାକୁ ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ପ୍ରତ୍ୟେକ ଲୋକକୁ ପରମେଶ୍ୱରଙ୍କ ସାମନାରେ ନିଜ ଜୀବନର ହିସାବ ଦେବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ବରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଆମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଈଶ୍ୱରଙ୍କ ଛାମୁରେ ନିଜ ନିଜର ହିସାବ ଦେବାକୁ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆಜಾಲ್ಯಾರ್ ಅಮಿ ಹರಿಎಕ್ಲೆ ಅಪಾಪ್ಲೊ ಲೆಕ್ಕ್ ದೆವಾಕ್ ದಿವ್ಚೆ ಪಡ್ತಾ.