Romans 14:13 — Compare Translations

7 translations compared side by side

Odia - 1840
"ତା ହେଲେ ଆମ୍ଭେ ଏକା ରକେକୁ ଦୋଷ ଦବୋ ବନ୍ଦ କରିବା ଉଚିତ। ଆମ୍ଭେ ଏପରି ସଂକଳ୍ପ ନବୋ ଦରକାର, ଯେପରି ଆମ୍ଭର କାର୍ୟ୍ଯ ଦ୍ବାରା ନିଜ ଭାଇ କି ଭଉଣୀ ପାପରେ ପଡିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ଵା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ପରସ୍ପରକୁ ବିଚାର କର ନାହିଁ। ଏପରି ମଧ୍ୟ କିଛି କର ନାହିଁ, ଯଦ୍ଦ୍ୱାରା ତୁମ ଭାଇ ଝୁଣ୍ଟି ପଡ଼ି ପାପ କରିବ।
Odia Bible ERV 2004 (ପବିତ୍ର ବାଇବଲ)
କୌଣସି ଲୋକର ପାପର କାରଣ ହୁଅ ନାହିଁ ତା’ହେଲେ ଆମ୍ଭେ ଏକଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡ଼ିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଆସ, ଆମ୍ଭେମାନେ ଆଉ ପରସ୍ପରର ବିଚାର ନ କରୁ; ମାତ୍ର କେହି ଯେପରି ଆପଣା ଭାଇର ବାଟରେ ବାଧାଜନକ କିମ୍ବା ବିଘ୍ନଜନକ ବିଷୟ ନ ରଖେ, ଏହା ତୁମ୍ଭେମାନେ ବିଚାର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಸೆ ರ್‍ಹಾತಾನಾ ಅಮಿ ಹ್ಯಾನ್ ಫಿಡೆ ಎಕಾಮೆಕಾಚಿ ಝಡ್ತಿ ಕರ್‍ತಲೆ ಸೊಡುನ್ ಸೊಡುಚೆ, ಹೆಚ್ಯಾ ಬದ್ಲಾಕ್ ತುಮಿ ಕನ್ನಾಬಿ ಅನಿ ಎಕ್ಲ್ಯಾಕ್ ಅಡ್ಕಳ್ ನಾಹೊಲ್ಯಾರ್ ಪಾಪಾತ್ ಪಡುಕ್ ಕಾರನ್ ಹೊವ್ಚೆ ನ್ಹಯ್ ಮನ್ತಲೊ ನಿರ್‍ದಾರ್ ಕರಾ.