Romans 14:15 — Compare Translations
7 translations compared side by side
Odia - 1840
"ତାହାକୁ ସେ ଗ୍ରହଣ କରିବାଅନୁଚିତ। ତୁମ୍ଭ ଖାଦ୍ୟ ଦ୍ବାରା ତୁମ୍ଭେ ଯଦି ତୁମ୍ଭର ଭାଇ ବିଶ୍ବାସକୁ ଆଘାତ ଦେଉଛ, ତା ହେଲେ ତୁମ୍ଭେ ପ୍ରକୃତ ରେ ପ୍ ରମେ ଦ୍ବାରା ପରିଚ୍ଭାଳିତ ବ୍ଯକ୍ତି ଭଳି ବ୍ଯବହାର କରୁ ନାହିଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ବାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ଯ ପ୍ରାଣ ତ୍ଯାଗ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ । ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ଵାରା ବିନାଶ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ କୌଣସି ଖାଦ୍ୟ ପାଇବା ଦ୍ୱାରା ଯଦି ଜଣେ ଭାଇ ମନରେ ଆଘରତ ଦିଅ, ତେବେ ତା’ ପ୍ରତି ତୁମର ପ୍ରେମ ଦେଖାଉ ନାହଁ। ଯେଉଁ ଭାଇ ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁବରଣ କଲେ, ସମାନ୍ୟ ଖାଦ୍ୟ ଯୋଗୁଁ ତା’ର ଅନିଷ୍ଟ କର ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତାହାକୁ ସେ ଗ୍ରହଣ କରିବା ଅନୁଚିତ୍। ତୁମ୍ଭ ଖାଦ୍ୟ ଦ୍ୱାରା ତୁମ୍ଭେ ଯଦି ତୁମ୍ଭର ଭାଇର ବିଶ୍ୱାସକୁ ଆଘାତ ଦେଉଛ, ତା’ହେଲେ ତୁମ୍ଭେ ପ୍ରକୃତରେ ପ୍ରେମ ଦ୍ୱାରା ପରିଗ୍ଭଳିତ ବ୍ୟକ୍ତି ଭଳି ବ୍ୟବହାର କରୁ ନାହଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା’ର ବିଶ୍ୱାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ୟ ପ୍ରାଣତ୍ୟାଗ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ। ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାହାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭର ଭାଇ ଯଦି ଖାଦ୍ୟ ହେତୁ ଦୁଃଖିତ ହୁଏ, ତାହାହେଲେ ତୁମ୍ଭେ ଆଉ ପ୍ରେମରେ ଆଚରଣ କରୁ ନାହଁ । ଯାହା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ତାକୁ ତୁମ୍ଭେ ତୁମ୍ଭର ଖାଦ୍ୟ ଦ୍ୱାରା ବିନାଶ କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಜೆ ಕಾಯ್ ಖಾತೆ ತೆಚೆಸಾಟ್ನಿಚ್ ತುಜ್ಯಾ ಭಾವಾಚ್ಯಾ ಮನಾಕ್ ತಿಯಾ ಬೆಜಾರ್ ಕರ್ಲೆ ತರ್, ತಿಯಾ ಅನಿ ಲೈ ಎಳ್ ಪ್ರೆಮಾನಿ ರ್ಹಾತಲ್ಯಾತ್ ರ್ಹಾಯ್ನೆಯ್, ತೆಚೆಸಾಟ್ನಿ ಕೊನಾಚ್ಯಾಸಾಟ್ನಿ ಕ್ರಿಸ್ತ್ ಮರ್ಲಾ ತೆಚ್ಯಾ ನಾಸಾಕ್ ತುಜೆ ಜೆವಾನ್ ಕಾರನ್ ಹೊವ್ಚೆ ನ್ಹಯ್!