Romans 14:17 — Compare Translations
7 translations compared side by side
Odia - 1840
"ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ରାଜ୍ୟର ବିଶେଷତ୍ୱ ଖାଦ୍ୟ ବା ପେୟ ନୁହେଁ। ତାହା ପବିତ୍ରଆତ୍ମାଙ୍କ ଦ୍ୱାରା ପ୍ରଦତ୍ତ ଧାର୍ମିକତା, ଶାନ୍ତି ଓ ଆନନ୍ଦ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ୱ ନୁହେଁ। ସେଠାରେ ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ରଆତ୍ମାରେ ଆନନ୍ଦ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ରାଜ୍ୟ ଭୋଜନପାନ ନୁହେଁ, କିନ୍ତୁ ଧାର୍ମିକତା, ଶାନ୍ତି ଓ ପବିତ୍ର ଆତ୍ମାଙ୍କଠାରେ ଆନନ୍ଦ ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾಚೊ ರಾಜ್ ಖಾತಲ್ಯಾ ಅನಿ ಫಿತಲ್ಯಾಚ್ಯಾ ವರ್ತಿ ಹೊಂದುನ್ ನಾ. ಖರಿ ವಾಟ್, ಸಮಾದಾನ್, ಅನಿ ಪವಿತ್ರ್ ಆತ್ಮೊ ದಿತಲ್ಯಾ ಕುಶಿಚ್ಯಾ ವರ್ತಿ ಹೊಂದುನ್ ಹಾಯ್.