Romans 14:18 — Compare Translations

7 translations compared side by side

Odia - 1840
"ଯେଉଁ ମାନେ ଖ୍ରୀଷ୍ଟଙ୍କ ସବୋ ରେ ରହି ଏହିପ୍ରକାର ଜୀବନଯାପନ କରୁଛନ୍ତି, ସମାନେେ ପରମେଶ୍ବରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ଯ ସହେି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ଵରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କେହି ଏହିପରି ଭାବେ ଖ୍ରୀଷ୍ଟଙ୍କ ସେବା କରେ; ସେ ଈଶ୍ୱରଙ୍କୁ ପ୍ରୀତ କରିବ, ମନୁଷ୍ୟ ସମାଜରେ ମଧ୍ୟ ଆଦୃତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ಕ್ರಿಸ್ತಾಚಿ ಸೆವಾ ಕರಲ್ಲೆ ತುಮಿ ದೆವಾಕ್ ಮಾನಿ ಸರ್ಕೆ ಕರ್‍ತ್ಯಾಶಿ, ಅನಿ ಲೊಕಾಂಚ್ಯಾ ಮದ್ದಿ ನಾವ್ ಕಮ್ವುನ್ ಘೆತ್ಯಾತ್.