Romans 14:19 — Compare Translations
7 translations compared side by side
Odia - 1840
"ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ଵାରା ପରସ୍ପରର ନିଷ୍ଠା ହୁଏ, ସେହିସବୁର ଆମ୍ଭେମାନେ ଅନୁଗମନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତେଣୁ ଆସ, ପରସ୍ପର ମଧ୍ୟରେ ଶାନ୍ତି ପ୍ରତିଷ୍ଠା କରିବାକୁ ଓ ନିଷ୍ଠା ଜନ୍ମାଇବା ପାଇଁ ଯାହା ସବୁ ଆବଶ୍ୟକ, ସେଥିପ୍ରତି ଳକ୍ଷ୍ୟ ରଖିବା।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡ଼ିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଆସ, ଯେ ଯେ ବିଷୟ ଶାନ୍ତିଜନକ, ଆଉ ଯେ ଯେ ବିଷୟ ଦ୍ୱାରା ପରସ୍ପରର ନିଷ୍ଠା ହୁଏ, ସେହି ସବୁର ଆମ୍ଭେମାନେ ଅନୁଗମନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ರ್ಹಾತಾನಾ, ಅಮಿ ಸಮಾದಾನ್ ಹಾನ್ತಲ್ಯಾ ಅನಿ ಎಕಾಮೆಕಾಕ್ ಆದಾರ್ ಹೊತಲ್ಯಾ ವಿಶಯಾಂಚ್ಯಾಸಾಟ್ನಿ ರಾಬುವಾ.