Romans 14:2 — Compare Translations
7 translations compared side by side
Odia - 1840
"ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ବାସ କରିପା ରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ବାସ ଦୁର୍ବଳ, ସେ କବଳେ ଶାକାହାରୀ ଭୋଜନ ଖାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ଵାସ ଅଛି, କିନ୍ତୁ ଯେ ବିଶ୍ଵାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ବିଶ୍ୱାସ କରେ, ସେ ଯେ କୌଣସି ଖାଦ୍ୟ ଖାଇ ପାରିବ, ଆଉ ଜଣେ ଦୁର୍ବଳ ବିଶ୍ୱାସୀ କେବଳ ନିରାମିଷ ଖାଦ୍ୟ ଖାଏ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ୱାସ କରିପାରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ୱାସ ଦୁର୍ବଳ, ସେ କେବଳ ଶାକାହାରୀ ଭୋଜନ ଖାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ।
Odia IRV 2017 (ଓଡିଆ ବାଇବେଲ)
ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲ್ಯಾ ಲೊಕಾಕ್ನಿ ತೆಂಚೊ ವಿಶ್ವಾಸ್ ತೆನಿ ಕಾಯ್ಬಿ ಖಾಲ್ಯಾರ್ ಹೊತಾ ಮನ್ತಾ, ಖರೆ ಜೊ ಮಾನುಸ್ ವಿಶ್ವಾಸಾತ್ ಘಟ್ ನಾ ತೊ ಖಾಲಿ ತರ್ಕಾರಿ ಎವ್ಡೆಚ್ ಖಾತಾ.