Romans 14:20 — Compare Translations

7 translations compared side by side

Odia - 1840
"ଖାଦ୍ୟ ଯେପରି ପରମେଶ୍ବରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ଯ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡିୟିବାର କାରଣ ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖାଦ୍ୟ ସକାଶେ ଈଶ୍ଵରଙ୍କର କର୍ମ ନଷ୍ଟ କର ନାହିଁ । ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସାମାନ୍ୟ ଖାଦ୍ୟ ଯୋଗୁଁ ଈଶ୍ୱର ଯାହା ସାଧନ କରିଛନ୍ତି, ତାହା ନଷ୍ଟ କର ନାହିଁ। ଯେ କୌଣସି ଖାଦ୍ୟ ଭୋଜନ କରାଯାଇପାରେ। କିନ୍ତୁ କୌଣସି ଖାଦ୍ୟ ଖାଇବା ଦ୍ୱାରା ଯଦି ତୁମେ ଅନ୍ୟର ବାଧାର କାରଣ ହୁଅ, ତେବେ ସେହି ଖାଦ୍ୟ ଖାଇବା ଅନୁଚିତ।
Odia Bible ERV 2004 (ପବିତ୍ର ବାଇବଲ)
ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡ଼ିଯିବାର କାରଣ ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖାଦ୍ୟ ସକାଶେ ଈଶ୍ବରଙ୍କର କର୍ମ ନଷ୍ଟ କର ନାହିଁ। ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ।
Odia IRV 2017 (ଓଡିଆ ବାଇବେଲ)
ଖାଦ୍ୟ ସକାଶେ ଈଶ୍ୱରଙ୍କର କର୍ମ ନଷ୍ଟ କର ନାହିଁ । ସମସ୍ତ ବିଷୟ ଅବଶ୍ୟ ଶୁଚି; ତଥାପି ଯେଉଁ ଲୋକ ଯାହା ଭୋଜନ କରି ବାଧା ପାଏ, ତାହା ପକ୍ଷରେ ତାହା ମନ୍ଦ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆವ್ನಾಕ್ ಲಾಗುನ್ ದೆವಾನ್ ಕರಲ್ಲೆ ನಾಸ್ ಕರುನ್ ಟಾಕುನಕಾಶಿ. ಸಗ್ಳಿ ಖಾತಲಿ ಜಿನ್ಸಾ ಬರಿಚ್ ಹಾತ್, ಖರೆ ಅಪ್ನಾಚ್ಯಾ ಖಾತಲ್ಯಾಚ್ಯಾ ವೈನಾ ದುಸ್ರ್ಯಾನಿ ಪಾಪಾತ್ ಪಡುಕ್ ಕಾರನ್ ಹೊತಲೆ ಚುಕ್ ಹೊತಾ.