Romans 14:22 — Compare Translations

7 translations compared side by side

Odia - 1840
"ନିଜର ଏହି ଭଳି ବିଶ୍ବାସଗୁଡିକୁ ପରମେଶ୍ବର ଓ ତୁମ୍ଭ ନିଜ ଭିତ ରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ବାସ କରୁଥିବା କର୍ମମାନ କଲା ବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସହେି ଲୋକ ବାସ୍ତବ ରେ ସୁଖୀ ଓ ଧନ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଯେଉଁ ବିଶ୍ଵାସ ଅଛି, ତାହା ତୁମ୍ଭେ ଈଶ୍ଵରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ । ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ବିଷୟରେ ତୁମ ବ୍ୟକ୍ତିଗତ ବିଶ୍ୱାସ କେବଳ ଈଶ୍ୱର ଜାଣନ୍ତୁ। ଯେଉଁ ବ୍ୟକ୍ତି ଉତ୍ତମ ମନେ କରି କୌରସି କାର୍ଯ୍ୟ କରେ, ପୁଣି ସେଥିପାଇଁ ପଛେ ତାକୁ ପଶ୍ଚାତ୍ତାପ କରିବାକୁ ପଡ଼େ ନାହିଁ, ସେ ଧନ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ନିଜର ଏହିଭଳି ବିଶ୍ୱାସ ଗୁଡ଼ିକୁ ପରମେଶ୍ୱର ଓ ତୁମ୍ଭ ନିଜ ଭିତରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ୱାସ କରୁଥିବା କର୍ମମାନ କଲାବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସେହି ଲୋକ ବାସ୍ତବରେ ସୁଖୀ ଓ ଧନ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ବରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ। ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଯେଉଁ ବିଶ୍ୱାସ ଅଛି, ତାହା ତୁମ୍ଭେ ଈଶ୍ୱରଙ୍କ ସାକ୍ଷାତରେ ଆପଣା ଅନ୍ତରରେ ଧରି ରଖ । ଯେ ଯାହା ପରୀକ୍ଷାସିଦ୍ଧ ବୋଲି ବିବେଚନା କରେ, ସେ ଯଦି ସେଥିରେ ଆପଣାକୁ ଦୋଷୀ ନ କରେ, ତେବେ ସେ ଧନ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಿಶ್ವಾಸಾಚ್ಯಾ ವೈನಾ ದೆವಾಚ್ಯಾ ನದ್ರೆತ್ ತಿಯಾ ಕರಲ್ಲೊ ನಿರ್‍ದಾರ್ ತುಜ್ಯಾ ಜಿವನಾಚೊ ಉಜ್ವೊಡ್ ಹೊವ್ನ್ ರ್‍ಹಾಂವ್ದಿತ್. ಅಪ್ನಾಚ್ಯಾ ಭುತ್ತುರ್‍ಲ್ಯಾ ಮನಾಚ್ಯಾ ವಿರೊದ್ ಜಾಯ್ನಸ್ತಾನಾ ಹೆ ನಾಹೊಲ್ಯಾರ್ ತೆ ಕರುಕ್ ನಿರ್‍ದಾರ್ ಘೆತಲೊ ಮಾನುಸ್ ಸುಖಿ!