Romans 14:23 — Compare Translations

7 translations compared side by side

Odia - 1840
"କିନ୍ତୁ ଯଦି ଜଣେ, ସେ ଠିକ କାମକରୁଛି ବୋଲି ନିଶ୍ଚିତ ଭାବରେ ନଜାଣି ଭୋଜନ କରେ, ତା' ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ବାସ ରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ ନୁହେଁ ବୋଲି ଜାଣିପାରି ମଧ୍ଯ କୌଣସି କାମ କରେ, ତା ହେଲେ ସେ ପାପ କରୁଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ତନୀୟ ହୁଏ, କାରଣ ସେ ବିଶ୍ଵାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ଵାସରୁ ହୁଏ ନାହିଁ, ତାହା ପାପ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ କୌଣସି ଖାଦ୍ୟ ଖାଇବା ଉଚିତ୍ କି ନୁହେଁ, ମନରେ ଦ୍ୱିଧା ରଖି ଯେ ତାହା ଖାଏ; ଈଶ୍ୱରଙ୍କ ସମ୍ମୁଖରେ ସେ ଦୋଷୀ ହେବ, କାରଣ ତାହା ତା’ଣ ବିଶ୍ୱାସ ଅନୁରୂପ କାର୍ଯ୍ୟ ନୁହେଁ। ବିଶ୍ୱାସ ଉପରେ ଯାହା ପ୍ରତିଷ୍ଠିତ ନୁହେଁ, ପାପ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ଜଣେ, ସେ ଠିକ୍ କାମକରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା’ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା’ହେଲେ ସେ ପାପ କରୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ସନ୍ଦେହ କରି ଭୋଜନ କରେ, ସେ ଦଣ୍ଡନୀୟ ହୁଏ, କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ; ଆଉ ଯାହା କିଛି ବିଶ୍ୱାସରୁ ହୁଏ ନାହିଁ, ତାହା ପାପ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಸಂಶೆವ್ ಧರುನ್ ಘೆವ್ನ್ ಖಾತಲೊ ಚುಕೆತ್ ಪಡ್ತಾ; ಕಶ್ಯಾಕ್ ಮಟ್ಲ್ಯಾರ್, ಅಪ್ನಾಚ್ಯಾ ಭುತ್ತುರ್‍ಲ್ಯಾ ಮನಾಚೊ ನಿರ್‍ದಾರ್ ನಸ್ತಾನಾ ತೊ ತೆ ಖಾತಾ, ಜೊ ಕೊನ್ ಅಪ್ನಾಚ್ಯಾ ಭುತ್ತುರ್‍ಲ್ಯಾ ಮನಾಚೊ ನಿರ್‍ದಾರ್ ನಸ್ತಾನಾ ಎಕ್ ಕಾಮ್ ಕರ್‍ತಾ ಜಾಲ್ಯಾರ್ ತೊ ಪಾಪ್ ಕರ್‍ತಾ.