Romans 14:3 — Compare Translations
7 translations compared side by side
Odia - 1840
"ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇ ପା ରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସହେିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ବର ତାହାକୁ ଗ୍ରହଣ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ଵର ତାକୁ ଗ୍ରହଣ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ କୌଣସି ଖାଦ୍ୟ ଖାଇବାକୁ ଯାହାର ଆପତ୍ତି ନାହି, ସେ ନିରାମିଷାଶୀକୁ ଦୋଷୀ ମନେ ନ କରୁ। କାରଣ ଈଶ୍ୱର ତାକୁ ମଧ୍ୟ ଗ୍ରହଣ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇପାରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସେହିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ୱର ତାହାକୁ ଗ୍ରହଣ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ୱର ତାକୁ ଗ୍ରହଣ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಾಯ್ಬಿ ಖಾತಲ್ಯಾ ಮಾನ್ಸಾನ್ ತಸೆ ಕಾಯ್ಬಿ ಖಾಯ್ನಸಲ್ಲ್ಯಾಚಿ ಪರ್ವಾ ಕರಿನಸ್ತಾನಾ ರ್ಹಾವ್ಕ್ ಹೊಯ್ನಾ, ಅನಿ ಜೆ ಕೊನ್ ಖಾಯ್ನಾ ತೆನಿಬಿ ಖಾತಲ್ಯಾಚ್ಯಾ ವಿರೊದ್ ನಿರ್ನಯ್ ದಿವ್ಚೆ ನ್ಹಯ್. ಕಶ್ಯಾಕ್ ಮಟ್ಲ್ಯಾರ್ ದೆವಾನ್ ತೆಕಾ ಅಪ್ನಾಚೊ ಕರುನ್ ಘೆಟ್ಲ್ಯಾನಾಯ್.