Romans 14:4 — Compare Translations

7 translations compared side by side

Odia - 1840
"ତୁମ୍ଭେ ଅନ୍ୟ ଲୋକର ଚ୍ଭାକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କବଳେ ଜାଣି ପା ରେ ଯେ ଚ୍ଭାକରଟି ଭଲ କି ମନ୍ଦ। ଏବଂ ପରମେଶ୍ବରଙ୍କ ସବେକ ମାନେ ଯୋଗ୍ଯ, କାରଣ ପରମେଶ୍ବର ସମାନଙ୍କେୁ ଯୋଗ୍ଯ ବିବଚେିତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟର ଦାସକୁ ବିଚାର କରିବା ପାଇଁ ତୁମେ କିଏ? ସେ ତା’ କାର୍ଯ୍ୟରେ କେତେ ଦୂର ସଫଳ ବା ବିଫଳ ହେଉଛି, ତାହା ତା’ର ମୁନିବ ବିଚାର କରିବେ। ସେ ନିଶ୍ଚୟ ସଫଳ ହେବ, କାରଣ ପ୍ରଭୁ ତାଙ୍କ ଦାସକୁ କୃତକାର୍ଯ୍ୟ କରାଇବା ପାଇଁ ସମର୍ଥ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅନ୍ୟ ଲୋକର ଗ୍ଭକରକୁ ବିଗ୍ଭର କର ନାହିଁ। ତାହାର ମାଲିକ କେବଳ ଜାଣିପାରେ ଯେ ଗ୍ଭକରଟି ଭଲ କି ମନ୍ଦ। ଏବଂ ପରମେଶ୍ୱରଙ୍କ ସେବକମାନେ ଯୋଗ୍ୟ, କାରଣ ପରମେଶ୍ୱର ସେମାନଙ୍କୁ ଯୋଗ୍ୟ ବିବେଚିତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಕ್ಲ್ಯಾಚ್ಯಾ ಸೆವಕಾಚಿ ನ್ಯಾಯ್ ನಿತ್ ಕರುಕ್ ತಿಯಾ ಕೊನ್? ತೊ ಇಬೆ ರ್‍ಹಾತಾ ಕಾಯ್ ಪಡ್ತಾ ಮನುನ್ ಬಗುನ್ ಘೆವ್ಕ್ ತೆಚೊ ಮಾಲಿಕ್ ಹಾಯ್. ತಿ ಆಳಾ ಜಿಕ್ತಾತುಚ್, ಕಶ್ಯಾಕ್ ಮಟ್ಲ್ಯಾರ್, ತೊ ಜಿಕಿ ಸರ್ಕೆ ಕರುಕ್ ತ್ಯಾ ಮಾಲ್ಕಾಕ್ ಬಳ್ ಹಾಯ್.