Romans 14:5 — Compare Translations
7 translations compared side by side
Odia - 1840
"ଜଣେ ଲୋକ ବିଶ୍ବାସ କରିପା ରେ ଯେ, ଗୋଟିଏ ଦିନ, ଅନ୍ୟ ଦିନ ଗୁଡିକ ତୁଳନା ରେ ବିଶିଷ୍ଟ ଅଟେ। ସହେିପରି ଅନ୍ୟ ଜଣେ ଲୋକ ସମସ୍ତ ଦିନ ଗୁଡିକ ସମାନ ମହତ୍ତ୍ବ ପ୍ରଦାନ କରିପା ରେ। ପ୍ରେତ୍ୟକକ ଲୋକ ନିଜର ବିଶ୍ବାସ ନଇେ ମନ ରେ ନିଶ୍ଚିତ ହବୋ ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ । ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣକର ମତରେ ଅନ୍ୟ ଦିନମାନଙ୍କ ଅପେକ୍ଷା ଗୋଟିଏ ନିର୍ଦ୍ଧିଷ୍ଟ ଦିବସ ଅଧିକ ଉକ୍ରୃଷ୍ଟ। ଆଉ ଜଣେ ଭାବେ, ସବୁ ଦିନ ସମାନ। କିନ୍ତୁ ଯେ ଯାହା ମତର ଯଥାର୍ଥତା ବିଚାର କରି ନିଷ୍ପତ୍ତି ଗ୍ରହଣ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଲୋକ ବିଶ୍ୱାସ କରିପାରେ ଯେ, ଗୋଟିଏ ଦିନ, ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶିଷ୍ଟ ଅଟେ। ସେହିପରି ଅନ୍ୟ ଜଣେ ଲୋକ ସମସ୍ତ ଦିନ ଗୁଡ଼ିକ ସମାନ ମହତ୍ତ୍ୱ ପ୍ରଦାନ କରିପାରେ। ପ୍ରତ୍ୟେକ ଲୋକ ନିଜର ବିଶ୍ୱାସ ନେଇ ମନରେ ନିଶ୍ଚିତ ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ। ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ।
Odia IRV 2017 (ଓଡିଆ ବାଇବେଲ)
ଜଣେ ଲୋକ ଏକ ଦିନ ଅପେକ୍ଷା ଅନ୍ୟ ଦିନକୁ ଅଧିକ ମାନ୍ୟ କରେ, ଆଉ ଜଣେ ସବୁ ଦିନକୁ ସମାନ ରୂପେ ମାନ୍ୟ କରେ । ପ୍ରତ୍ୟେକ ଲୋକ ଆପଣା ମନରେ ସ୍ଥିର ବୋଧ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲಿ ಲೊಕಾ ಹ್ಯಾ ದಿಸಾನಿಕಿ ತೊ ದಿಸ್ ಲೈ ಮಹತ್ವಾಚೊ ಮನುನ್ ಚಿಂತ್ಯಾತ್, ಅನಿ ಅನಿಎಕ್ಲೊ ಸಗ್ಳಿ ದಿಸಾಬಿ ಸಮಾ ಮನುನ್ ಚಿಂತುಕ್ ಫಿರೆ, ಹೆಚ್ಯಾ ವಿಶಯಾತ್ ಹರಿ ಎಕ್ಲ್ಯಾನಿ ಅಪ್ನಾಚ್ಯಾ ಮನಾಕ್ ಖಲೆ ಬರೆ ದಿಸ್ತಾ ತೊ ನಿರ್ದಾರ್ ಘೆವ್ಚೆ.