Romans 14:6 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡିକ ତୁଳନା ରେ ବିଶଷେ ମହତ୍ତ୍ବ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସପରେି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ବରଙ୍କୁ ଧନ୍ଯ ବାଦ ଜଣାଏ। ଯେଉଁ ଲୋକ କେତକେ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସପରେି କରେ, ଓ ତାହାଙ୍କୁ ଧନ୍ଯବାଦ ଜଣାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ଵରଙ୍କୁ ଧନ୍ୟବାଦ ଦିଏ; ପୁଣି ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ଵରଙ୍କୁ ଧନ୍ୟବାଦ ଦିଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ଗୋଟିଏ ଦିବସକୁ ଉକ୍ରୃଷ୍ଟ ବୋଲି ଭାବେ, କେବଳ ପ୍ରଭୁଙ୍କ ଗୌରବାର୍ଥେ ସେ ତା’ କରୁ। ଯାହାର କୌରସି ଖାଦ୍ୟ ଖାଇବା ପାଇଁ ଆପତ୍ତି ନାହିଁ, ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ସେ ତାହା ଖାଉ; ତଦ୍ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ। ଯେଉଁ ବ୍ୟକ୍ତି କୌଣସି ଖାଦ୍ୟରୁ ନିବୃତ୍ତ ହୁଏ, ସେ ଏହା ଈଶ୍ୱରଙ୍କ ଗୌରବ ନିମନ୍ତେ କରୁ ଓ ଏଥିପାଇଁ ଈଶ୍ୱରଙ୍କୁ ଧନ୍ୟବାଦ ଦେଉ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନ ଗୁଡ଼ିକ ତୁଳନାରେ ବିଶେଷ ମହତ୍ତ୍ୱ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଏ। ଯେଉଁ ଲୋକ କେତେକ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସେହିପରି କରେ, ଓ ତାହାଙ୍କୁ ଧନ୍ୟବାଦ ଜଣାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ବରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ବରଙ୍କୁ ଧନ୍ୟବାଦ ଦିଏ।
Odia IRV 2017 (ଓଡିଆ ବାଇବେଲ)
ଯେ ବିଶେଷ ଦିନ ମାନେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ମାନେ; ଆଉ ଯେ ଭୋଜନ କରେ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ, କାରଣ ସେ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ; ପୁଣି, ଯେ ଭୋଜନ କରେ ନାହିଁ, ସେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୋଜନ କରେ ନାହିଁ ଓ ଈଶ୍ୱରଙ୍କୁ ଧନ୍ୟବାଦ ଦିଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ತೊ ದಿಸ್ ಲೈ ಮಹತ್ವಾಚೊ ಮನುನ್ ಚಿಂತಾ, ತೊ ತೆ ಧನಿಯಾಚ್ಯಾ ಗೌರವಾಚ್ಯಾ ಸಾಟ್ನಿ ಕರ್‍ತಾ. ಜೆ ಕೊನ್ ಸಗ್ಳೆ ಖಾತಾ ತೆ ಧನಿಯಾಚ್ಯಾ ಗೌರವಾಸಾಟಿ ಮನುನ್ ಖಾತಾ. ಅನಿ ಅಪ್ನಾಕ್ ಗಾವಲ್ಲ್ಯಾ ಖಾನಾಸಾಟಿ ದೆವಾಕ್ ಧನ್ಯವಾದ್ ದಿತಾ. ಅನಿ ಜೊ ಕೊನ್ ಉಲ್ಲಿ ಜಿನಸಾ ಖಾಯ್ನಾ ತೊಬಿ ಧನಿಯಾಚ್ಯಾ ಗೌರವಾಸಾಟಿ ಖಾತಾ, ಅನಿ ತೊಬಿ ಅನಿ ಎಕ್ ರಿತಿನ್ ದೆವಾಕ್ ಧನ್ಯವಾದ್ ದಿತಾ.