Romans 14:7 — Compare Translations
7 translations compared side by side
Odia - 1840
"ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୁତ୍ଯୁବରଣ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
କେହି କେବଳ ନିଜ ପାଇଁ ବଞ୍ଚେ ନାହିଁ, କିମ୍ବା ନିଜ ପାଇଁ ମରେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୃତ୍ୟୁବରଣ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭମାନଙ୍କ ମଧ୍ୟରୁ କେହି ଆପଣା ଉଦ୍ଦେଶ୍ୟରେ ବଞ୍ଚେ ନାହିଁ ଏବଂ ଆପଣା ଉଦ୍ଦେଶ୍ୟରେ ମରେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಅಮ್ಚ್ಯಾತ್ಲೊ ಕೊನ್ಬಿ ಅಪ್ನಾಸಾಟ್ನಿ ಮನುನ್ ಜಿವನ್ ಕರಿನಾ ನಾಹೊಲ್ಯಾರ್ ಅಪ್ನಾಸಾಟ್ನಿ ಮನುನ್ ಮರಿನಾ.