Romans 14:8 — Compare Translations

7 translations compared side by side

Odia - 1840
"ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ଯୁବରଣ କଲେ ମଧ୍ଯ ତାହାଙ୍କ ପାଇଁ ମୃତ୍ଯୁ ବରଣ କରୁ। ତା ହେଲେ ଜୀବିତ ରହୁ ବା ମୃତ୍ଯୁ ବରଣ କରୁ, ଆମ୍ଭେ ପରମେଶ୍ବରଙ୍କର ହିଁ ଅଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ଵା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ । ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ଵା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ ଉଦ୍ଦେଶ୍ୟ ସାଧନ ନିମନ୍ତେ ଆମେ ବଞ୍ଚିଛୁ ଓ ମରିବୁ। ତେଣୁ ଜୀବନ ଓ ମରଣରେ ଆମେ ପ୍ରଭୁଙ୍କର।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ୟୁବରଣ କଲେ ମଧ୍ୟ ତାହାଙ୍କ ପାଇଁ ମୃତ୍ୟୁ ବରଣ କରୁ। ତା’ହେଲେ ଜୀବିତ ରହୁ ବା ମୃତ୍ୟୁ ବରଣ କରୁ, ଆମ୍ଭେ ପରମେଶ୍ୱରଙ୍କର ହିଁ ଅଟୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ। ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ, ଯଦି ଆମ୍ଭେମାନେ ବଞ୍ଚୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ବଞ୍ଚୁ, କିମ୍ବା ଯଦି ମରୁ, ତେବେ ପ୍ରଭୁଙ୍କ ଉଦ୍ଦେଶ୍ୟରେ ମରୁ । ଅତଏବ, ଯଦି ଆମ୍ଭେମାନେ ବଞ୍ଚୁ କିମ୍ବା ମରୁ, ଆମ୍ଭେମାନେ ପ୍ରଭୁଙ୍କର ଅଟୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಮಿ ಝಿತ್ತೆ ಹಾಂವ್ ಜಾಲ್ಯಾರ್, ತೆ ಧನಿಯಾಚ್ಯಾ ಸಾಟ್ನಿ ಅನಿ ಅಮಿ ಮರ್‍ತಾವ್ ಜಾಲ್ಯಾರ್‍ಬಿ ಧನಿಯಾಚ್ಯಾ ಸಾಟಿಚ್. ಅಶೆ ರಾತಾನಾ ಅಮಿ ಝಿತ್ತೆ ರ್‍ಹಾಲ್ಯಾರ್‍ಬಿ ಮರ್ಲ್ಯಾರ್‍ಬಿ ಧನಿಯಾಚೆಚ್.