Romans 14:9 — Compare Translations
7 translations compared side by side
Odia - 1840
"ସେଥିପାଇଁ ଖ୍ରଷ୍ଟ ମୃତ୍ଯୁ ବରଣ କଲେ ଓ ମୃତ୍ଯୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁ ମାନେ ମରି ସାରିଛନ୍ତି ଓ ଯେଉଁ ମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହାଇେ ପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି ପୁନର୍ଜୀବିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଖ୍ରୀଷ୍ଟ ମୃତ୍ୟୁବରଣ କରି ପୁନରୁତ୍ଥିତ ହେବା ଦ୍ୱାରା ଉଭୟ ଜୀବିତ ଓ ମୃତ ସମସ୍ତଙ୍କର ସେ ପ୍ରଭୁ ହୋଇ ପାରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେଥିପାଇଁ ଖ୍ରଷ୍ଟ ମୃତ୍ୟୁ ବରଣ କଲେ ଓ ମୃତ୍ୟୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁମାନେ ମରି ସାରିଛନ୍ତି ଓ ଯେଉଁମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହୋଇ ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଖ୍ରୀଷ୍ଟ ଯେପରି ମୃତ ଓ ଜୀବିତ ଉଭୟଙ୍କ ପ୍ରଭୁ ହୁଅନ୍ତି, ସେହି ଉଦ୍ଦେଶ୍ୟରେ ସେ ମୃତ୍ୟୁଭୋଗ କଲେ, ପୁଣି, ପୁନର୍ଜୀବିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಝಿತ್ತೆ ಅಸಲ್ಲ್ಯಾಂಚೊಬಿ ಮರಲ್ಲ್ಯಾಂಚೊ ಧನಿ ಹೊವ್ಸಾಟ್ನಿ ಮನುನ್ ಕ್ರಿಸ್ತ್ ಮರ್ಲೊ ಅನಿ ಝಿತ್ತೊ ಹೊವ್ನ್ ಉಟ್ಲೊ.