Romans 15:1 — Compare Translations

7 translations compared side by side

Odia - 1840
"ଆମ୍ଭେ ଆମ୍ଭର ବିଶ୍ବାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାୟ୍ଯ କରିବା ଉଚିତ ଏବଂ ସମାନଙ୍କେର ଦୁର୍ବଳତାରୁ ସମାନଙ୍କେୁ ଉଦ୍ଧାର କରିବା। ଆମ୍ଭେ କବଳେ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରିବା ଉଚିତ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିଶ୍ଵାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ବିଶ୍ୱାସରେ ବଳିଷ୍ଠ, ସେମାନ ଦୁର୍ବଳ ବିଶ୍ୱାସୀ ଭାଇର ଦୋଷ ଦୁର୍ବଳତା ପ୍ରତି ସହନଶୀଳ ହୁଅନ୍ତୁ। କେହି କେବଳ ନିଜକୁ ଖୁସି କରିବା ପାଇଁ ଇଚ୍ଛା ନ କରୁ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆମ୍ଭର ବିଶ୍ୱାସ ପାଇଁ ବଳବାନ୍ ଅଟୁ। ଅତଏବ, ଦୁର୍ବଳ ଲୋକମାନଙ୍କୁ ଆମ୍ଭେ ସାହାଯ୍ୟ କରିବା ଉଚିତ୍ ଏବଂ ସେମାନଙ୍କର ଦୁର୍ବଳତାରୁ ସେମାନଙ୍କୁ ଉଦ୍ଧାର କରିବା। ଆମ୍ଭେ କେବଳ ନିଜକୁ ଖୁସୀ ରଖିବା ପାଇଁ ଚେଷ୍ଟା କରିବା ଉଚିତ୍ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ୍ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ବିଶ୍ୱାସରେ ବଳବାନ ଯେ ଆମ୍ଭେମାନେ, ଦୁର୍ବଳମାନଙ୍କ ଦୁର୍ବଳତା ସହିବା ଆମ୍ଭମାନଙ୍କର ଉଚିତ, ଆଉ ନିଜ ନିଜର ସୁଖ ଚେଷ୍ଟା କରିବା ଉଚିତ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ವಿಶ್ವಾಸಾತ್ ಘಟ್ ಹೊತ್ತೆ ಅಮಿ ವಿಶ್ವಾಸಾತ್ ತವ್ಡೆ ಲೈ ಘಟ್ ನಸಲ್ಲ್ಯಾಂಚ್ಯಾ ಚುಕಾಬಿ ಸಂಬಾಳುನ್ ಘೆವ್ನ್ ಜಾವ್ಚೆ. ಅಮಿ ಅಮ್ಚ್ಯಾಚ್ ಮನಾಕ್ ಬರೆ ದಿಸಿ ಸರ್ಕೆ ಕರುಂಗೆತ್ ರ್‍ಹಾವ್ಚೆ ನ್ಹಯ್.