Romans 15:10 — Compare Translations

7 translations compared side by side

Odia - 1840
"ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ ସେ କହନ୍ତି, ହେ ବିଜାତିମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆହୁରି ମଧ୍ୟ ଲେଖାଅଛି: “ଅଣଇହୁଦୀମାନେ ଈଶ୍ୱରଙ୍କ ଲୋକମାନଙ୍କ ସହିତ ଆନନ୍ଦ କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର ଏ ଭଳି ମଧ୍ୟ କୁହେ, “ତୁମ୍ଭେ ଅଣଯିହୂଦୀମାନେ, ପରମେଶ୍ୱରଙ୍କର ବଛା ହୋଇଥିବା ଲୋକଙ୍କ ସହିତ ପ୍ରସନ୍ନ ରହିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ ସେ କହନ୍ତି, “ହେ ଅଣଯିହୁଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର।”
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ ସେ କହନ୍ତି, ହେ ଅଣଯିହୂଦୀମାନେ, ତୁମ୍ଭେମାନେ ତାହାଙ୍କ ଲୋକମାନଙ୍କ ସହିତ ଆନନ୍ଦ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಪರ್ತುನ್ ತೆ ಮನ್ತಾ, “ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾನು ದೆವಾಚ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಖುಶಿ ಹೊವಾ!”