Romans 15:11 — Compare Translations
7 translations compared side by side
Odia - 1840
"ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ, “ହେ ବିଜାତି ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ ।”
Odia BSI (ପବିତ୍ର ବାଇବଲ (CL) NT (BSI))
ପୁନଶ୍ଚ, “ସମସ୍ତ ଜାତିର ଲୋକମାନେ ତାଙ୍କର ସ୍ତୁତିଗାନ କରନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ଶାସ୍ତ୍ର ଏ ଭଳି ମଧ୍ୟ କୁହେ, “ତୁମ୍ଭେ ଅଣଯିହୂଦୀମାନେ ପ୍ରଭୁଙ୍କର ପ୍ରଶଂସା ଗାନ କର, ସମସ୍ତ ଲୋକେ ମଧ୍ୟ ପ୍ରଭୁଙ୍କର ପ୍ରଶଂସା କରିବା ଉଚିତ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ, “ହେ ଅଣଯିହୁଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକମାନେ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ, "ହେ ଅଣଯିହୂଦୀ ସମସ୍ତେ ପ୍ରଭୁଙ୍କ ପ୍ରଶଂସା କର, ଆଉ, ଲୋକ ସମସ୍ତେ ତାହାଙ୍କର ପ୍ରଶଂସା କରନ୍ତୁ ।"
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ, ಅನಿಪರ್ತುನ್, “ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾನು ತೆಚಿ ಸ್ತುತಿ ಕರಾ! ಅನಿ ಸಗ್ಳ್ಯಾ ಲೊಕಾನು ಸ್ತುತಿ ಕರಾ” ಮನ್ತಾ.