Romans 15:14 — Compare Translations

7 translations compared side by side

Odia - 1840
"ମାେ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେ ମାନେ ଭଲ ଗୁଣ ରେ ପରିପୂର୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେ ମାନେ ପରସ୍ପରକୁ ଶିକ୍ଷା ଦଇେ ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳ ଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ମୋର ବିଶ୍ୱାସ, ତୁମ୍ଭେମାନେ ସମସ୍ତ ସଦ୍ଗୁଣ ତଥା ଜ୍ଞାନରେ ପରିପୂର୍ଣ୍ଣ ଓ ପରସ୍ପରକୁ ଶିକ୍ଷା ଦେବା ପାଇଁ ସମର୍ଥ।
Odia Bible ERV 2004 (ପବିତ୍ର ବାଇବଲ)
ପାଉଲ ନିଜ କାର୍ଯ୍ୟ ବିଷୟରେ କହୁଛନ୍ତି ମୋ’ ଭାଇ ଓ ଭଉଣୀମାନେ! ମୁଁ ଜାଣେ ଯେ ତୁମ୍ଭେମାନେ ଭଲ ଗୁଣରେ ପରିପୂର୍ଣ୍ଣ। ତୁମ୍ଭମାନଙ୍କର ପ୍ରଚୁର ଜ୍ଞାନ ଅଛି ଓ ତୁମ୍ଭେମାନେ ପରସ୍ପରକୁ ଶିକ୍ଷା ଦେଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ଉତ୍ତମତା ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି।
Odia IRV 2017 (ଓଡିଆ ବାଇବେଲ)
ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು, ತುಮಿ ಬರ್‍ಯಾ ಮನಾಚಿ ಲೊಕಾ ಅನಿ ಸಗ್ಳ್ಯಾ ರಿತಿಚ್ಯಾ ಶಾನೆಪಾನಾನಿ ಅನಿ ಭರಲ್ಲಿ ಲೊಕಾ ತಸೆಮನುನ್ ಎಕಾಮೆಕಾಕ್ನಿ ಬುದ್‍ಬಾಳ್ ಸಾಂಗುಕ್ ತುಮ್ಚ್ಯಾನ್ ಹೊತಾ ಮನುನ್ ಮಾಕಾ ಖರೆಚ್ ಗೊತ್ತ್ ಹಾಯ್.