Romans 15:16 — Compare Translations

7 translations compared side by side

Odia - 1840
"ପରମେଶ୍ବର ମାେତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସବେକ ହାଇେ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିୟୁକ୍ତି କଲେ। ସେ ମାେତେ ସୁସମାଗ୍ଭର ଶିକ୍ଷା ଦବୋର କାର୍ୟ୍ଯ କରିବା ନିମନ୍ତେ ନିୟୁକ୍ତି କଲେ। ଏପରି କରିବା ଉବ୍ଦେଶ୍ଯ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ବରୂପ ହବେେ ଯାହା କି ପରମେଶ୍ବର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ବରଙ୍କ ପାଇଁ ପବିତ୍ର ଆତ୍ନା ଦ୍ବାରା ପବିତ୍ର କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବିଜାତିମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ଵାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ଵରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ଵରଙ୍କ ସୁସମାଚାରର ଯାଜକତ୍ଵ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଖ୍ରୀଷ୍ଟ ଯୀଶୁଙ୍କ ଦାସ ରୂପେ ଅଣଇହୁଦୀମାନଙ୍କ ନିମନ୍ତେ କାର୍ଯ୍ୟ କରିବା ପାଇଁ ଈଶ୍ୱର ମୋତେ ସୁଯୋଗ ଦେଇଛନ୍ତି। ଈଶ୍ୱରଙ୍କ ଶୁଭବାର୍ତ୍ତା ପ୍ରଚାର କରିବା ନିମନ୍ତେ ମୁଁ ଜଣେ ଧର୍ମଗୁରୁ ରୂପେ କାର୍ଯ୍ୟ କରୁଛି। ଅଣଇହୁଦୀମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ଉତ୍ସର୍ଗିତ ନୈବେଦ୍ୟ ରୂପେ ଈଶ୍ୱରଙ୍କ ନିକଟରେ ଗ୍ରହଣୀୟ ହୁଅନ୍ତୁ, ଏହା ମୋର ଉଦ୍ଦେଶ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସେବକ ହୋଇ ଅଣଯିହୂଦୀମାନଙ୍କୁ ସାହାଯ୍ୟ କରିବା ପାଇଁ ନିଯୁକ୍ତି କଲେ। ସେ ମୋତେ ସୁସମାଗ୍ଭର ଶିକ୍ଷା ଦେବାର କାର୍ଯ୍ୟ କରିବା ନିମନ୍ତେ ନିଯୁକ୍ତି କଲେ। ଏପରି କରିବା ଉଦ୍ଦେଶ୍ୟ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ୱରୂପ ହେବେ ଯାହାକି ପରମେଶ୍ୱର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ୱରଙ୍କ ପାଇଁ ପବିତ୍ରଆତ୍ମା ଦ୍ୱାରା ପବିତ୍ର କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅଣଯିହୁଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥିନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ବରଙ୍କ ସୁସମାଚାରର ଯାଜକତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦତ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ ଅଣଯିହୂଦୀମାନେ ଯେପରି ପବିତ୍ର ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ନୈବେଦ୍ୟ ସ୍ୱରୂପେ ସୁଗ୍ରାହ୍ୟ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ନିକଟରେ ଖ୍ରୀଷ୍ଟ ଯୀଶୁଙ୍କ ସେବକ ହୋଇ ଈଶ୍ୱରଙ୍କ ସୁସମାଚାରର ଯାଜକତ୍ତ୍ୱ କରିବା ପାଇଁ ମୋତେ ସେହି ଅନୁଗ୍ରହ ଦିଆଯାଇଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಂಚ್ಯಾಸಾಟ್ನಿ, ಎಕ್ ಕ್ರಿಸ್ತಾ ಜೆಜುಚೊ ಸೆವಕ್ ಹೊತಲೊ ಅವಕಾಸ್, ಪವಿತ್ರ್ ಆತ್ಮ್ಯಾಚ್ಯಾ ವೈನಾ ದೆವಾಕ್ ಭೆಟ್ವುನ್ ದಿಲ್ಲೆ ದೆವಾನ್ ಸ್ವಿಕಾರ್ ಕರುಕ್ ಹೊತಾ ತಸ್ಲಿ ಕಾನಿಕ್ ಹಿ ಜುದೆವ್ ನ್ಹಯ್ ಅಸಲ್ಲಿ ಲೊಕಾ ಹೊವ್ಕ್ ಪಾಜೆ. ತೆಸೆ ಮನುನ್ ಮಿಯಾ ತೆಂಕಾ ಎಕ್ ಯಾಜಕಾಚ್ಯಾ ಸರ್ಕೆ ಹೊವ್ನ್ ದೆವಾಚಿ ಬರಿ ಖಬರ್ ಸಾಂಗುಲಾಲಾ.