Romans 15:17 — Compare Translations

7 translations compared side by side

Odia - 1840
"ମୁଁ ଗର୍ବକରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠା ରେ ରହି ମୁଁ ପରମେଶ୍ବରଙ୍କ ସବୋ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଈଶ୍ଵରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଯୀଶୁଙ୍କ ସହିତ ସମ୍ମିଳିତ ହୋଇ ଈଶ୍ୱରଙ୍କ ନିମନ୍ତେ ଏହି ସେବା କାର୍ଯ୍ୟ କରୁଥିବାରୁ ମୁଁ ଗର୍ବ ଅନୁଭବ କରୁଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଗର୍ବ କରେ ଯେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ରହି ମୁଁ ପରମେଶ୍ୱରଙ୍କ ସେବା କରିଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଈଶ୍ବରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଈଶ୍ୱରଙ୍କ ସେବା ବିଷୟରେ ମୋହର ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରିବାର ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯೆಚ್ಯಾಸಾಟ್ನಿ ಮಿಯಾ ದೆವಾಚಿ ಸೆವಾ ಕರ್‍ಲೊ ಮನುನ್ ಮೊಟೆಪಾನ್ ಚಿಂತುಕ್ ಮಾಕಾ ಕಾರನ್ ಹಾಯ್.