Romans 15:18 — Compare Translations
7 translations compared side by side
Odia - 1840
"ମୁଁ ନିଜେ କରିଥିବା କାର୍ୟ୍ଯ ବିଷୟ ରେ କିଛି କହିବି ନାହିଁ। ମୁଁ କବଳେ ସହେି କଥା ଗୁଡିକ କହିବି, ଯାହା ଖ୍ରୀଷ୍ଟୟିଶୁ ମାେ ଦ୍ବାରା କରିଛନ୍ତି ୟବ୍ଦ୍ବାରା ଅଣଯିହୂଦୀମାନେ ପରମେଶ୍ବରଙ୍କ ବାଧ୍ଯ ହବେେ। ସମାନେେ ମାେ କଥା ଓ କାର୍ୟ୍ଯ ପାଇଁ ପରମେଶ୍ବରଙ୍କୁ ମାନିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବିଜାତିମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ଵାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅଣଇହୁଦୀମାନଙ୍କୁ ଈଶ୍ୱରଙ୍କ ଆଜ୍ଞାବହ କରାଇବା ନିମନ୍ତେ ଖ୍ରୀଷ୍ଟ ମୋ’ ଦ୍ୱାରା କଅଣ ସାଧନ କରିଛନ୍ତି, କେବଳ ଏ କଥା କହିବାକୁ ମୁଁ ସାହସୀ ହୋଇଛି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ନିଜେ କରିଥିବା କାର୍ଯ୍ୟ ବିଷୟରେ କିଛି କହିବି ନାହିଁ। ମୁଁ କେବଳ ସେହି କଥା ଗୁଡ଼ିକ କହିବି, ଯାହା ଖ୍ରୀଷ୍ଟ ଯୀଶୁ ମୋ’ ଦ୍ୱାରା କରିଛନ୍ତି ଯଦ୍ଦ୍ୱାରା ଅଣଯିହୂଦୀମାନେ ପରମେଶ୍ୱରଙ୍କ ବାଧ୍ୟ ହେବେ। ସେମାନେ ମୋ’ କଥା ଓ କାର୍ଯ୍ୟ ପାଇଁ ପରମେଶ୍ୱରଙ୍କୁ ମାନିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଅଣଯିହୁଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋʼ ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଅଣଯିହୂଦୀମାନଙ୍କୁ ଆଜ୍ଞାବହ କରିବା ନିମନ୍ତେ ଖ୍ରୀଷ୍ଟ ମୋ' ଦ୍ୱାରା ବାକ୍ୟରେ ଓ କର୍ମରେ, ଅର୍ଥାତ୍ ନାନା ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମରେ, ପବିତ୍ର ଆତ୍ମାଙ୍କ ଶକ୍ତିରେ ଯାହା ଯାହା ସାଧନ କରି ନାହାଁନ୍ତି, ଏପରି କୌଣସି ବିଷୟ କହିବାକୁ ମୁଁ ସାହସ କରିବି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುದೆವ್ ನ್ಹಯ್ ಹೊತ್ತ್ಯಾ ಲೊಕಾಕ್ನಿ ದೆವಾಕ್ ಖಾಲ್ತಿ ಹೊವ್ನ್ ಚಲಿ ಸರ್ಕೆ ಕರುಕ್ ಕ್ರಿಸ್ತಾನ್ ಮಾಜೆ ವೈನಾ ಕಾಮ್ ಕರ್ಲ್ಯಾನಾಯ್. ತೆಚೆಸಾಟ್ನಿ ಮಿಯಾ ಸಗ್ಳೆ ಫೊಡುನ್ ಬೊಲ್ತಾ. ತೆನಿ ಹೆ ಸಗ್ಳೆ ಗೊಶ್ಟಿಯಾಂಚ್ಯಾ ಅನಿ ಕಾಮಾಂಚ್ಯಾ ವೈನಾ ಕರ್ಲ್ಯಾನ್.