Romans 15:19 — Compare Translations
7 translations compared side by side
Odia - 1840
"ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ସେ କରିଛନ୍ତି, ବାକ୍ୟ ଓ କର୍ମ ଦ୍ୱାରା ଓ ଈଶ୍ୱରଙ୍କ ଆତ୍ମାଙ୍କ ଶକ୍ତିରେ। ତେଣୁ ମୁଁ ଯିରୂଶାଲମଠାରୁ ଇଲିରିକମକୁ ଯାତ୍ରା କରିବାବେଳେ ପଥ ମଧ୍ୟରେ ଖ୍ରୀଷ୍ଟଙ୍କ ଶୁଭବାର୍ତ୍ତା ବିଶଦଭାବେ ପ୍ରଚାର କରିଛି।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଆଶ୍ଚର୍ଯ୍ୟକର୍ମ ଓ ଅଦ୍ଦ୍ଭୂତ ଘଟଣା ମାଧ୍ୟମରେ ପବିତ୍ରଆତ୍ମାଙ୍କର ଶକ୍ତିରେ ପରମେଶ୍ୱରଙ୍କୁ ମାନିଛନ୍ତି। ମୁଁ ଯିରୁଶାଲମଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମୋର ସେହି କାର୍ଯ୍ୟ ସମାପ୍ତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಜಾಪಾಂಚ್ಯಾ ಅನಿ ವಿಚಿತ್ರಾಂಚ್ಯಾ ಬಳಾಚ್ಯಾ ವೈನಾ ಅನಿ ದೆವಾಚ್ಯಾ ಆತ್ಮ್ಯಾಚ್ಯಾ ಬಳಾನ್ ಹೆ ಕರ್ಲ್ಯಾನ್, ಅನಿ ತೆಕಾ ಲಾಗುನುಚ್ ಮಿಯಾ ಜೆರುಜಲೆಮಾಕ್ನಾ ಇಲ್ಲಿರಿಕಮ್ ಮನ್ತಲ್ಯಾ ಜಾಗ್ಯಾ ಪತರ್ ಯೆಲೊ, ಅನಿ ಪುರಾ ರಿತಿನ್ ಮಿಯಾ ಕ್ರಿಸ್ತಾಚಿ ಬರಿ ಖಬರ್ ಸಾಂಗಟ್ಲೊ.