Romans 15:20 — Compare Translations

7 translations compared side by side

Odia - 1840
"ମୁଁ ସହେି ଜାଗାମାନଙ୍କ ରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠା ରେ ଖ୍ରୀଷ୍ଟଙ୍କର ନାମ ମଧ୍ଯ ଲୋକମାନେ ଶୁଣି ନାହାଁନ୍ତି। ଏପରି କରିବା ଉଲେଖ୍ଯ ଯେ, ଅନ୍ୟ ଲୋକ ଦ୍ବାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ୟ୍ଯକୁ ଯେପରି ମୁଁ ଆଉଥରେ ନ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁ ସ୍ଥାନମାନଙ୍କରେ ଲୋକେ ଖ୍ରୀଷ୍ଟଙ୍କ ବିଷୟରେ ଶୁଣି ନାହାନ୍ତି, ସେଠାରେ ତାଙ୍କ ବାର୍ତ୍ତା ପ୍ରଚାର କରିବା ମୋର ଲକ୍ଷ୍ୟ, କାରଣ ଅନ୍ୟମାନେ ପକାଇଥିବା ମୂଳଦୁଆ ଉପରେ ଗୃହ ନିର୍ମାଣ ମୁଁ ଚାହେଁ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ଜାଗାମାନଙ୍କରେ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ପ୍ରଗ୍ଭର କରିବାକୁ ଇଚ୍ଛା କରେ, ଯେଉଁଠାରେ ଖ୍ରୀଷ୍ଟଙ୍କର ନାମ ମଧ୍ୟ ଲୋକମାନେ ଶୁଣି ନାହାନ୍ତି। ଏପରି କରିବା ଉଲେଖ୍ୟ ଯେ, ଅନ୍ୟ ଲୋକ ଦ୍ୱାରା ଆରମ୍ଭ କରା ଯାଇଥିବା ମୂଳଦୁଆ ଉପରେ କାର୍ଯ୍ୟକୁ ଯେପରି ମୁଁ ଆଉଥରେ ନ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୁଆ ଉପରେ ନ ଗଢ଼େ, ଏଥିନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;
Odia IRV 2017 (ଓଡିଆ ବାଇବେଲ)
ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥି ନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖಯ್ ಕ್ರಿಸ್ತಾಚಿ ಬರಿ ಖಬರ್ ಅಜುನ್ ಪತರ್ ಜಾವ್ನ್ ಪಾವಲ್ಲಿ ನಾ, ತ್ಯಾ ಜಾಗ್ಯಾಕ್ನಿ ಜಾವ್ನ್ ಬರಿ ಖಬರ್ ಸಾಂಗುಚೆ ಮನ್ತಲಿ ಮಾಜಿ. ಆಶಾ ದುಸ್ರ್ಯಾನಿ ಘಾಟಲ್ಲ್ಯಾ ಪಾಯಾಚ್ಯಾ ವರ್‍ತಿ ಘರ್ ಭಾಂದ್ತಲಿ ಆಶಾ ಮಾಕಾ ನಾ.