Romans 15:23 — Compare Translations
7 translations compared side by side
Odia - 1840
"ଏବେ ଏହି ଅଂଚଳ ରେ ମୁଁ ମାରେ କାର୍ୟ୍ଯ ସମାପ୍ତ କରି ସାରିଛି। ବିଗତ ଅନକେ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଏହି ଅଞ୍ଚଳରେ ମୋର କାର୍ଯ୍ୟ ଶେଷ ହୋଇଛି ଏବଂ ମୋର ଆଶା, ତୁମ୍ଭମାନଙ୍କୁ ଦେଖିବା ପାଇଁ ମୋ ଅନେକ ବର୍ଷର ଅଭିଳାଷ ଏବଂ ପୂରଣ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଏବେ ଏହି ଅଞ୍ଚଳରେ ମୁଁ ମୋର କାର୍ଯ୍ୟ ସମାପ୍ତ କରି ସାରିଛି। ବିଗତ ଅନେକ ବର୍ଷଧରି ମୁଁ ତୁମ୍ଭମାନଙ୍କ ପାଖକୁ ଆସିବା ପାଇଁ ଇଚ୍ଛା କରୁଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏବେ ଏହିସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏବେ ଏହି ସବୁ ଅଞ୍ଚଳରେ କାର୍ଯ୍ୟ କରିବାକୁ ଆଉ ସ୍ଥାନ ନ ଥିବାରୁ ପୁଣି, ଅନେକ ବର୍ଷ ହେଲା ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଆକାଂକ୍ଷା କରି ଆସୁଥିବାରୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಅತ್ತಾ ಮಾಜೆ ಹ್ಯಾ ಪ್ರಾಂತ್ಯಾತ್ ಫಿರ್ತಲೆ ಸಗ್ಳೆ ಕಾಮ್ ಸರ್ತಾ ಅನಿ ಸುಮಾರ್ ವರ್ಸಾನಿಕ್ನಾ ಮಿಯಾ ತುಮ್ಚ್ಯಾಕ್ಡೆ ಯೆವ್ಚೆ ಅನಿ ತುಮ್ಕಾ ಭೆಟುಚೆ ಮನುನ್ ಹಾಂವ್, ತಸೆ ಮನುನ್