Romans 15:26 — Compare Translations
7 translations compared side by side
Odia - 1840
"ୟିରୁଶାଲମଠା ରେ ଥିବା ପରମେଶ୍ବରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାଯାର ବିଶ୍ବାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସମାନେେ ସମାନଙ୍କେର ସହାୟ ହାଇପୋରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ତଳୀସମୂହ ସହଭାଗିତା-ସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମରେ ଈଶ୍ୱରଙ୍କ ଯେଉଁ ଲୋକମାନେ ଅଭାବଗ୍ରସ୍ତ, ସେମାନଙ୍କ ପାଇଁ କିଛି ଅର୍ଥ ସାହାଯ୍ୟ ପଠାଇବାକୁ ମାସିଦୋନିଆ ଓ ଆଖାୟର ମଣ୍ଡଳୀମାନେ ସ୍ଥିର କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମଠାରେ ଥିବା ପରମେଶ୍ୱରଙ୍କ ଲୋକମାନେ ଗରିବ ଅଟନ୍ତି, ଏବଂ ମାକିଦନିଆ ଓ ଆଖାୟାର ବିଶ୍ୱାସୀ ଲୋକେ ଅର୍ଥ ସଂଗ୍ରହ କରିବା ପାଇଁ ସ୍ଥିର କରିଛନ୍ତି। ତେଣୁ ସେମାନେ ସେମାନଙ୍କର ସହାୟ ହୋଇପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀ-ସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಮೆಸಿದೊನಿಯಾ ಅನಿ ಅಖಾಯಿಯಾ ಮನ್ತಲ್ಯಾ ಗಾವಾಂಚ್ಯಾ ವಿಶ್ವಾಸಿ ಲೊಂಕಾಚ್ಯಾ ತಾಂಡ್ಯಾನಿ, ಜೆರುಜಲೆಮಾತ್ ಹೊತ್ತ್ಯಾ ದೆವಾಚ್ಯಾ ಲೊಕಾನಿತ್ಲ್ಯಾ ಗರಿಬ್ ಲೊಕಾಕ್ನಿ ಅಪ್ನಾಚ್ಯಾ ಸ್ವಂತ್ ಮನಾನಿ ದಾನ್ ದಿವ್ಚೆ ಮನುನ್ ನಿರ್ದಾರ್ ಕರ್ಲ್ಯಾನಾತ್.
Recommended Reading