Romans 15:28 — Compare Translations

7 translations compared side by side

Odia - 1840
"ଅତଏବ, ମୁଁ ଏହି ସବୋମୂଳକ କର୍ମ ଏକାଠି ଶଷେ କରିସାରିବା ପରେ ଏବଂ ଏହି ଧନକୁ ସୁରକ୍ଷିତ ଭାବରେ ୟିରୁଶାମଲର ଗରିବମାନଙ୍କୁ ଦଲୋ ପରେ ତୁମ୍ଭମାନଙ୍କ ନଗର ବାଟ ଦଇେ ସ୍ପନେ ୟିବି। ଗଲା ବାଟରେ ମୁଁ ତୁମ୍ଭମାନଙ୍କୁ ଦଖାେ କରିବି ଓ ସଠାେରେ ରହିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯିରୂଶାଲମରେ ସେହି ଅର୍ଥ ହସ୍ତାନ୍ତର କରି ମୋର କାର୍ଯ୍ୟ ଶେଷ କରିବା ପରେ, ମୁଁ ସ୍ପେନ ଯାତ୍ରାରେ ବାହାରିବି ଓ ବାଟରେ ତୁମ୍ଭମାନଙ୍କୁ ଦେଖି ଆସିବି।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, ମୁଁ ଏହି ସେବାମୂଳକ କର୍ମ ଏକାଠି ଶେଷ କରିସାରିବା ପରେ ଏବଂ ଏହି ଧନକୁ ସୁରକ୍ଷିତ ଭାବରେ ଯିରୁଶାଲମର ଗରିବମାନଙ୍କୁ ଦେଲା ପରେ ତୁମ୍ଭମାନଙ୍କ ନଗର ବାଟ ଦେଇ ସ୍ପେନ ଯିବି। ଗଲା ବାଟରେ ମୁଁ ତୁମ୍ଭମାନଙ୍କୁ ଦେଖା କରିବି ଓ ସେଠାରେ ରହିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି।
Odia IRV 2017 (ଓଡିଆ ବାଇବେଲ)
ଅତଏବ, ଏହି କର୍ମ ସମ୍ପନ୍ନ କଲା ଉତ୍ତାରେ ଓ ଏହି ସଂଗୃହୀତ ଧନରୂପ ଫଳ ସେମାନଙ୍କ ହସ୍ତରେ ସମର୍ପଣ କଲା ପରେ ତୁମ୍ଭମାନଙ୍କ ନିକଟ ଦେଇ ସ୍ପେନକୁ ଯିବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಕಾಮ್ ಮಾಜೆ ಮಿಯಾ ಕರುನ್ ಹೊಲ್ಲ್ಯಾ ಮಾನಾ ಅನಿ ಗೊಳಾ ಕರಲ್ಲೆ ಹೆ ದಾನ್ ಮಾಜ್ಯಾಜ್ ಹಾತಾನಿ ಮಿಯಾ ತೆಂಕಾ ಪಾವಿತ್ ಕರಲ್ಲ್ಯಾ ತನ್ನಾ ಮಿಯಾ ಸ್ಪೆನ್ ದೆಶಾಕ್ ಜಾತಾ, ಅನಿ ಜಾತಾನಾ ಮಿಯಾ ತುಮ್ಕಾ ಯೆವ್ನ್ ಭೆಟ್ತಾ.