Romans 15:29 — Compare Translations
7 translations compared side by side
Odia - 1840
"ମୁଁ ଜାଣେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତବେେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ ଆଶୀର୍ବାଦ ନଇେ ଆସିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଜାଣେ, ଖ୍ରୀଷ୍ଟଙ୍କଠାରୁ ପୂର୍ଣ୍ଣ ମାତ୍ରାରେ ଆଶୀର୍ବାଦ ନେଇ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିବି।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣେ ଯେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତେବେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ୍ଣ ଆଶୀର୍ବାଦ ନେଇ ଆସିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।
Odia IRV 2017 (ଓଡିଆ ବାଇବେଲ)
ଆଉ ମୁଁ ଜାଣେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବି, ସେତେବେଳେ ଖ୍ରୀଷ୍ଟଙ୍କ ଆଶୀର୍ବାଦର ପୂର୍ଣ୍ଣତାରେ ଉପସ୍ଥିତ ହେବି।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ಮದ್ದಿ ಮಿಯಾ ಯೆತಾನಾ ಕ್ರಿಸ್ತಾಚಿ ಅಶಿರ್ವಾದಾ ಭರ್ಪುರ್ ಮಾಪಾನ್ ಘೆವ್ನ್ ಯೆತಾ ಮನುನ್ ಮಾಕಾ ಗೊತ್ತ್ ಹಾಯ್.