Romans 15:3 — Compare Translations
7 translations compared side by side
Odia - 1840
"ଖ୍ରୀଷ୍ଟ ମଧ୍ଯ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟାକରି ନଥିଲେ। ତାହାଙ୍କ ବିଷୟ ରେ ଶାସ୍ତ୍ର କୁ ହେ: ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସମାନେେ ମାରେ ବି ଅପମାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖା ଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ନିଜର ସୁଖ ପାଇଁ କିଛି କରୁ ନ ଥିଲେ। ବରଂ ଶାସ୍ତ୍ର ବାକ୍ୟ ଅନୁଯାୟୀ: “ସେମାନେ ତୁମକୁ ଦେଉଥିବା ଅପମାନ ମୁଁ ସହ୍ୟ କରୁଛି।”
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟ ମଧ୍ୟ ନିଜକୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରି ନ ଥିଲେ। ତାହାଙ୍କ ବିଷୟରେ ଶାସ୍ତ୍ର କୁହେ: “ଯେଉଁମାନେ ତୁମ୍ଭର ଅପମାନ କରିଛନ୍ତି, ସେମାନେ ମୋର ବି ଅପମାନ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖାଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋʼ ଉପରେ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ଖ୍ରୀଷ୍ଟ ମଧ୍ୟ ଆପଣାର ସୁଖ ଚେଷ୍ଟା କରି ନ ଥିଲେ; କିନ୍ତୁ ଯେପରି ଲେଖା ଅଛି, ତୁମ୍ଭ ନିନ୍ଦକମାନଙ୍କର ନିନ୍ଦା ମୋ' ଉପରେ ପଡ଼ିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಕ್ರಿಸ್ತಾನ್ ಅಪ್ನಾಚ್ಯಾಚ್ ಬರೆಪಾನಾಚ್ಯಾ ವಿಶಯಾತ್ ಚಿಂತುಕ್ನಾ. ಹೆಚ್ಯಾ ಬದ್ಲಾಕ್, ಪವಿತ್ರ್ ಪುಸ್ತಕಾತ್ ಸಾಂಗಲ್ಲ್ಯಾ ಸರ್ಕೆ, “ದುಸ್ರ್ಯಾನಿ ತುಕಾ ಕರಲ್ಲಿ ನಿಂದಾ ಮಾಜೆ ವರ್ತಿ ಪಡ್ಲಿ” ಮನ್ತಲಿ ಗೊಸ್ಟ್ ತೆಕಾ ಲಾಗು ಹೊಲಿ.