Romans 15:30 — Compare Translations

7 translations compared side by side

Odia - 1840
"ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ୟିଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଅନୁ ରଧେ କରେ ଯେ, ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ମାେ ପାଇଁ ପ୍ରାର୍ଥନା କରିବା ଦ୍ବାରା ମାେତେ ସାହାୟ୍ଯ କର। ତୁମ୍ଭମାନେେ ପ୍ରଭୁ ୟିଶୁ ଓ ଆତ୍ମାର ପ୍ ରମେ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ଵରଙ୍କ ନିକଟରେ ମୋʼ ସହିତ ଯନି ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ପବିତ୍ରଆତ୍ମା ପ୍ରଦତ୍ତ ପ୍ରେମ ସକାଶେ ମୁଁ ତୁମ୍ଭମାନଙ୍କୁ ନିବେଦନ କରୁଛି, ମୋ’ ନିମନ୍ତେ ନିଷ୍ଠାର ସହ ପ୍ରାର୍ଥନା କର।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ଅନୁରୋଧ କରେ ଯେ, ତୁମ୍ଭେମାନେ ପରମେଶ୍ୱରଙ୍କଠାରେ ମୋ’ ପାଇଁ ପ୍ରାର୍ଥନା କରିବା ଦ୍ୱାରା ମୋତେ ସାହାଯ୍ୟ କର। ତୁମ୍ଭେମାନେ ପ୍ରଭୁ ଯୀଶୁ ଓ ଆତ୍ମାର ପ୍ରେମ ଲାଭ କରୁଥିବା ଦୃଷ୍ଟିରୁ ଏପରି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋʼ ନିମନ୍ତେ ଈଶ୍ବରଙ୍କ ନିକଟରେ ମୋʼ ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ମୁଁ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହେତୁ ଓ ଆତ୍ମାଙ୍କ ପ୍ରେମ ହେତୁ ମୋ' ନିମନ୍ତେ ଈଶ୍ୱରଙ୍କ ନିକଟରେ ମୋ' ସହିତ ଯତ୍ନ ସହକାରେ ପ୍ରାର୍ଥନା କରିବା ପାଇଁ ତୁମ୍ଭମାନଙ୍କୁ ବିନତି କରୁଅଛି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಭಾವಾನೊ-ಭೆನಿಯಾನೊ, ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾ ಅನಿ ಪವಿತ್ರ್, ಆತ್ಮ್ಯಾನ್ ದಿಲ್ಲ್ಯಾ ಪ್ರೆಮಾಚ್ಯಾ ವಾಂಗ್ಡಾ ಕನ್ನಾಬಿ ಮಾಜೆಸಾಟಿ ತುಮ್ಚ್ಯಾ ಮಾಗ್ನಿಯಾತ್ನಿ ದೆವಾಕ್ಡೆ ಮಾಗುನ್ಗೆತ್ ರ್‍ಹಾವಾ ಮನುನ್ ತುಮ್ಚೆಕ್ಡೆ ವಿನಂತಿ ಕರ್‍ತಾ.