Romans 15:32 — Compare Translations
7 translations compared side by side
Odia - 1840
"ତା'ପରେ ଯଦି ପରମେଶ୍ବର ଇଚ୍ଛା କରନ୍ତି ତା' ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଈଶ୍ଵରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମପ୍ରାପ୍ତ ହୁଏ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କ ଇଚ୍ଛା ହେଲେ, ମୁଁ ତୁମ୍ଭମାନଙ୍କ ନିକଟକୁ ଆନନ୍ଦରେ ଆସିବି ଓ ତୁମ୍ଭମାନଙ୍କ ସହିତ କିଛି ଦିନ ଅତିବାହିତ କରି ମୋ’ ମନରେ ସ୍ଫୂର୍ତ୍ତି ଅନୁଭବ କରିବି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯଦି ପରମେଶ୍ୱର ଇଚ୍ଛା କରନ୍ତି ତା’ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଈଶ୍ବରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଈଶ୍ୱରଙ୍କ ଇଚ୍ଛାରେ ମୁଁ ଯେପରି ଆନନ୍ଦରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ତୁମ୍ଭମାନଙ୍କ ସହିତ ଆରାମ ପ୍ରାପ୍ତ ହୁଏ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಮಾಕಾ ಕುಶಿನ್ ತುಮ್ಚಕ್ಡೆ ಯೆವ್ಕ್ ಅನಿ ದೆವಾಚೊ ಮನ್ ರ್ಹಾಲ್ಯಾರ್, ಉಲ್ಲೊ ಎಳ್ ತುಮ್ಜ್ಯಾ ವಾಂಗ್ಡಾ ಮಿಯಾ ಉಲ್ಲೆ ಆರಾಮ್ ಘೆವ್ಕ್ ಸಾದ್ಯ್ ಹೊತಾ.