Romans 15:5 — Compare Translations
7 translations compared side by side
Odia - 1840
"ର୍ଧୈୟ୍ଯ ଓ ଶକ୍ତି ପରମେଶ୍ବରଙ୍କ ଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ବରଙ୍କ ଠା ରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗ ରେ ମିଳିମିଶି ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧୈର୍ଯ୍ୟ ଓ ସାନ୍ତ୍ଵନାଦାତା ଈଶ୍ଵର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଯୀଶୁଙ୍କ ଆଦର୍ଶର ଅନୁଗାମୀ ସ୍ୱରୂପେ ସମସ୍ତଙ୍କର ସେହି ପ୍ରକାର ମନୋଭାବ ହେବା ପାଇଁ ଧୈର୍ଯ୍ୟ ଓ ଉତ୍ସାହର ଆଧାର ଈଶ୍ୱର ତୁମ୍ଭମାନଙ୍କୁ ସକ୍ଷମ କରନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ଧୈର୍ଯ୍ୟ ଓ ଶକ୍ତି ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୁଏ। ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁଛି ଯେ ତୁମ୍ଭେ ସମସ୍ତେ ଯୀଶୁଙ୍କ ମାର୍ଗରେ ମିଳିମିଶି ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ବର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
Odia IRV 2017 (ଓଡିଆ ବାଇବେଲ)
ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಸೊಸುನ್ ಘೆವ್ನ್ ಜಾತಲ್ಯಾಚೊ, ಅನಿ ಉಮ್ಮೆದಿಚೊ ಮುಳ್ ಹೊವ್ನ್ ಹೊತ್ತೊ, ದೆವ್ ತುಮ್ಕಾ ಜೆಜು ಕ್ರಿಸ್ತಾನ್ ದಾಕ್ವುನ್ ದಿಲ್ಲಾ ಸಾರ್ಕೆ ಎಕ್ ಮನಾಚಿ ಲೊಕಾ ಕರುಂದಿತ್.