Romans 15:6 — Compare Translations

7 translations compared side by side

Odia - 1840
"ତା' ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ବରଙ୍କୁ ମହିମା ପ୍ରଦାନ କରି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଏକ ଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ଵରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ମିଳିତ ଭାବରେ ଏକ ସ୍ୱରରେ ପ୍ରଭୁ ଯୀଶୁ ଖ୍ରୀଷ୍ଟ ପିତା ଈଶ୍ୱରଙ୍କ ପ୍ରଶଂସା କର।
Odia Bible ERV 2004 (ପବିତ୍ର ବାଇବଲ)
ତା’ହେଲେ ତୁମ୍ଭେ ସମସ୍ତେ ଏକତ୍ର ଭାବରେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ପରମେଶ୍ୱରଙ୍କୁ ମହିମା ପ୍ରଦାନ କରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ବରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର।
Odia IRV 2017 (ଓଡିଆ ବାଇବେଲ)
ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ୱରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮಿ ಸಗ್ಳೆ ಜಾನಾ ಎಕುಚ್ ಧನಾನ್ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ಬಾಬಾಚಿ ಸ್ತುತಿ ಕರಿ ಸರ್ಕೆ ಹೊತಾ.