Romans 15:7 — Compare Translations

7 translations compared side by side

Odia - 1840
"ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେ ମାନେ ପରସ୍ପରକୁ ଗ୍ରହଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ ଈଶ୍ଵରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଈଶ୍ୱରଙ୍କ ମହିମା ନିମନ୍ତେ ତୁମ୍ଭେମାନେ ସେହିପରି ପରସ୍ପରକୁ ଗ୍ରହଣ କର।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଗ୍ରହଣ କରିଛନ୍ତି, ଅତଏବ ତୁମ୍ଭେମାନେ ପରସ୍ପରକୁ ଗ୍ରହଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଈଶ୍ବରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଈଶ୍ୱରଙ୍କ ଗୌରବ ନିମନ୍ତେ ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ଗ୍ରହଣ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ଗ୍ରହଣ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್, ಕಶೆ ಕ್ರಿಸ್ತಾನ್ ದೆವಾಚ್ಯಾ ಮಹಿಮೆಸಾಟ್ನಿ ತುಮ್ಕಾ ಸ್ವಿಕಾರ್ ಕರುನ್ ಘೆಟ್ಲ್ಯಾನಾಯ್, ತಸೆ ತುಮಿಬಿ ಎಕಾಮೆಕಾಕ್ ಸ್ವಿಕಾರ್ ಕರಾ.