Romans 15:8 — Compare Translations

7 translations compared side by side

Odia - 1840
"ଏହି କର୍ମ ପରମେଶ୍ବରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ବର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ଯ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସବେକ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମୁଁ କହେ, ଖ୍ରୀଷ୍ଟ ଈଶ୍ଵରଙ୍କ ସତ୍ୟ ନିମନ୍ତେ ସୁନ୍ନତି ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଖ୍ରୀଷ୍ଟଙ୍କ ସେବାର ଜୀବନ ଇହୁଦୀମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସେମାନଙ୍କୁ ସେ ଦେଖାଇବାକୁ ଚାହୁଁଥିଲେ ଯେ ଈଶ୍ୱର ବିଶ୍ୱସ୍ତ, ଇହୁଦୀ ଜାତିର ପୂର୍ବପୁରୁଷମାନଙ୍କୁ ଦେଇଥିବା ତାଙ୍କ ପ୍ରତିଜ୍ଞାସବୁ ସେ ପାଳନ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଏହି କର୍ମ ପରମେଶ୍ୱରଙ୍କୁ ମହିମା ପ୍ରଦାନ କରିବ। ମୁଁ ତୁମ୍ଭମାନଙ୍କୁ କହିଛି ଯେ, ପରମେଶ୍ୱର ଯିହୂଦୀମାନଙ୍କର ପୂର୍ବପୁରୁଷମାନଙ୍କୁ ଯାହା ପ୍ରତିଜ୍ଞା ସବୁ ପ୍ରଦାନ କରିଛନ୍ତି ତାହା ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ, ଖ୍ରୀଷ୍ଟ ଯିହୂଦୀମାନଙ୍କର ସେବକ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ବରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
Odia IRV 2017 (ଓଡିଆ ବାଇବେଲ)
କାରଣ ମୁଁ କହେ, ଖ୍ରୀଷ୍ଟ, ଈଶ୍ୱରଙ୍କ ସତ୍ୟ ନିମନ୍ତେ ସୁନ୍ନତିପ୍ରାପ୍ତ ଲୋକମାନଙ୍କର ସେବକ କରାଯାଇଅଛନ୍ତି, ଯେପରି ସେ ପିତୃପୁରୁଷମାନଙ୍କୁ ପ୍ରଦତ୍ତ ପ୍ରତିଜ୍ଞାସକଳ ସ୍ଥିର କରନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್, ಮಿಯಾ ತುಮ್ಕಾ ಸಾಂಗ್ತಾ ಅಪ್ನಿ ವಿಶ್ವಾಸಿ ಮನುನ್ ದಾಕ್ವುಸಾಟ್ನಿ ದೆವಾನ್ ಅಮ್ಚ್ಯಾ ಅದ್ಲ್ಯಾ ಲೊಕಾಕ್ನಿ ದಿಲ್ಲ್ಯಾ ಗೊಸ್ಟಿಯಾ ಪುರಾ ಕರುಸಾಟ್ನಿ ಕ್ರಿಸ್ತಾಕ್ ಜುದೆವಾಂಚೊ ಸೆವಕ್ ಕರುನ್ ನೆಮ್ಲ್ಯಾನ್.