Romans 16:10 — Compare Translations
7 translations compared side by side
Odia - 1840
"ଆପେଲ୍ଲଙ୍କୁ ମାରେ ନମସ୍କାର, ୟିଏ ଖ୍ରୀଷ୍ଟଙ୍କ ସବୋ ରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମାରେ ନମସ୍କାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ । ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଖ୍ରୀଷ୍ଟଙ୍କ ବିଶ୍ୱସ୍ତ ସେବକ ଆପେଲା ଓ ଆରିସ୍ତବୁଲଙ୍କ ପରିବାରର ସମସ୍ତଙ୍କୁ ମୋର ଅଭିବାଦନ ଜଣାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଆପେଲ୍ଲାଙ୍କୁ ମୋର ନମସ୍କାର, ଯିଏ ଖ୍ରୀଷ୍ଟଙ୍କ ସେବାରେ ପରୀକ୍ଷିତ ଓ ପ୍ରମାଣିତ। ଆରିସ୍ତବୁଲଙ୍କ ପରିବାରଜନଙ୍କୁ ମୋର ନମସ୍କାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ। ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ । ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕ್ರಿಸ್ತಾಚ್ಯಾಸಾಟ್ನಿ ಲೈ ಕಾಯ್- ಕಾಯ್ ಸೊಸಲ್ಲ್ಯಾ ಆಪೆಲ್ಲೆಸಾಕ್ ಅನಿ ಆರಿಸ್ತೊಬುಲಾಚ್ಯಾ ಕುಟ್ಮಾಚ್ಯಾಕ್ನಿ ಮಾಜೊ ನಮಸ್ಕಾರ್.