Romans 16:11 — Compare Translations
7 translations compared side by side
Odia - 1840
"ମାରେ ଜ୍ଞାତି ହରେୋଦିଯୋନଙ୍କୁ ମାରେ ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁ ମାନେ ପ୍ରଭୁଙ୍କର ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସ୍ଵଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ । ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ସ୍ୱଜାତୀୟ ହେରୋଦିୟନ୍ ଓ ନାରସିସଙ୍କ ପରିବାର ଖ୍ରୀଷ୍ଟୀୟ ଭାଇମାନଙ୍କୁ ମଧ୍ୟ ମୋର ଅଭିବାଦନ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ଜ୍ଞାତି ହେରୋଦିୟୋନଙ୍କୁ ମୋର ନମସ୍କାର। ନାର୍କିସଙ୍କ ପରିଜନମାନଙ୍କୁ ନମସ୍କାର ଯେଉଁମାନେ ପ୍ରଭୁଙ୍କର ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ। ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ମୋହର ସ୍ୱଜାତୀୟ ହେରୋଦୀୟୋନଙ୍କୁ ନମସ୍କାର ଜଣାଅ । ନାର୍କିସଙ୍କ ପରିବାର ମଧ୍ୟରେ ଯେଉଁମାନେ ପ୍ରଭୁଙ୍କ ଆଶ୍ରିତ ଅଛନ୍ତି, ସେମାନଙ୍କୁ ନମସ୍କାର ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆರೊದಿಯೊನಾಕ್ ಮಾಜ್ಯಾ ಸೊಯ್ರ್ಯಾಕ್ ಮಿಯಾ ಇಚಾರ್ಲಾ ಮನುನ್ ಸಾಂಗಾ, ಧನಿಯಾಚ್ಯಾ ವಾಂಗ್ಡಾ ಎಕ್ ಹೊವ್ನ್ ಅಸಲ್ಲ್ಯಾ ನಾರ್ಖೆಸಾಚ್ಯಾ ಘರ್ಚ್ಯಾ ಲೊಕಾಕ್ನಿ ಮಾಜೊ ನಮಸ್ಕಾರ್.