Romans 16:12 — Compare Translations

7 translations compared side by side

Odia - 1840
"ପ୍ରଭୁଙ୍କର ପରିଶ୍ରମୀ କୀର୍ୟ୍ଯ କର୍ତ୍ତା କୁଫଣୋ ଓ କୁଫୋସାଙ୍କୁ ନମସ୍କାର। ମାରେପ୍ରିୟ ପ୍ରଭୁଙ୍କ ସବୋ ରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ । ପ୍ରିୟ ପର୍ଶିଙ୍କି ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ ସେବାରେ ନିବିଷ୍ଟ ତ୍ରିଫେନା ଓ ତ୍ରିଫୋସାଙ୍କୁ ଓ ପ୍ରଭୁଙ୍କ ପାଇଁ ବହୁ ପରିଶ୍ରମ କରିଥିବା ପର୍ଶିସଙ୍କୁ ମୋର ନମସ୍କାର।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଙ୍କର ପରିଶ୍ରମୀ କାର୍ଯ୍ୟକର୍ତ୍ତା କ୍ରୁଫେଣା ଓ କୁଫୋସାଙ୍କୁ ନମସ୍କାର। ମୋର ପ୍ରିୟ ପ୍ରଭୁଙ୍କ ସେବାରେ ପରିଶ୍ରମକାରିଣୀ ପର୍ଶିଙ୍କୁ ନମସ୍କାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ। ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁଙ୍କ କାର୍ଯ୍ୟରେ ପରିଶ୍ରମ କରୁଥିବା କ୍ରୁଫେଣା ଓ କ୍ରୁଫୋସାଙ୍କୁ ନମସ୍କାର ଜଣାଅ । ପ୍ରିୟ ପର୍ଶିଙ୍କୁ ନମସ୍କାର ଜଣାଅ, ସେ ପ୍ରଭୁଙ୍କ କାର୍ଯ୍ୟରେ ବହୁ ପରିଶ୍ରମ କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಧನಿಯಾಚ್ಯಾ ಸೆವೆತ್ ಕಸ್ಟ್ ಕಾಡಲ್ಲ್ಯಾ ಅನಿ ಕಾಮ್ ಕರಲ್ಲ್ಯಾ ತ್ರಿಫೆನಾಕ್ ಅನಿ ತ್ರಿಪೊಸಾಕ್ ಮಾಜೊ ನಮಸ್ಕಾರ್ ತಸೆಚ್ ಧನಿಯಾಚ್ಯಾ ಶೆತಾತ್ ಲೈ ದಿಸ್ ರಾಬಲ್ಲ್ಯಾ ಮಾಜ್ಯಾ ದೊಸ್ತಾಕ್ ಪೆರ್ಸಿಸಾಕ್‍ಬಿ ಮಾಜೊ ನಮಸ್ಕಾರ್.

Recommended Reading