Romans 16:14 — Compare Translations
7 translations compared side by side
Odia - 1840
"ଅସୁଙ୍କ୍ରିତ, ଫ୍ଲଗେୋନ, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସମାନଙ୍କେ ଭାଇମାନଙ୍କୁ ଯେଉଁ ମାନେ ସମାନଙ୍କେ ସହ ଅଛନ୍ତି ନମସ୍କାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା, ହର୍ମାସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆସୁଙ୍କ୍ରିତ, ଫ୍ଲେଗୋନ୍, ହର୍ମୀସ୍, ପାତ୍ରବା, ହରମାସ୍ ଓ
Odia Bible ERV 2004 (ପବିତ୍ର ବାଇବଲ)
ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା ଓ ହର୍ମାସ୍, ଏବଂ ସେମାନଙ୍କ ଭାଇମାନଙ୍କୁ ଯେଉଁମାନେ ସେମାନଙ୍କ ସହ ଅଛନ୍ତି ନମସ୍କାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା, ହର୍ମାସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ଅସୁଙ୍କ୍ରିତ, ଫ୍ଳେଗୋନ୍, ହର୍ମୀସ୍, ପାତ୍ରବା, ହର୍ମୀସ୍, ଆଉ ସେମାନଙ୍କ ସାଙ୍ଗରେ ଥିବା ଭାଇମାନଙ୍କୁ ନମସ୍କାର ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಆಸಿಂಕ್ರಿತಾಕ್, ಪ್ಲೆಗೊನಾಕ್, ಹೆರ್ಮೆಸಾಕ್, ಪಾತ್ರೊಬಾಕ್, ಹೆರ್ಮಾಸಾಕ್ ಅನಿ ತೆಚ್ಯಾ ವಾಂಗ್ಡಾ ಅಸಲ್ಲ್ಯಾ ಸಗ್ಳ್ಯಾ ಭಾವಾಕ್ನಿ ಮಾಜೊ ನಮಸ್ಕಾರ್.