Romans 16:15 — Compare Translations
7 translations compared side by side
Odia - 1840
"ଫିଲଲଗ, ୟୁଲିଯା, ନୀରୂସ୍ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସମାନଙ୍କେ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫିଲଲଗ ଓ ଯୂଲିଆ, ନୀରୂସ୍ ଓ ତାଙ୍କ ଭଗ୍ନୀ; ପୁଣି ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ସଙ୍ଗରେ ରହୁଥିବା ଭାଇମାନଙ୍କୁ, ଫିଲଲୋଗ ଓ ୟୁଲିୟା, ନୀରୁସ୍ ଓ ତାଙ୍କ ଭଗ୍ନୀ ଏବଂ ଅଲୁଦା ଓ ସେମାନଙ୍କ ସଙ୍ଗରେ ରହୁଥିବା ସମସ୍ତ ସାଧୁଙ୍କୁ ମୋର ଅଭିବାଦନ ଜଣାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଫିଲଲଗ, ଯୁଲିୟା, ନୀରୂସ୍ ଓ ତାହାଙ୍କ ଭଉଣୀ, ଅଲୁମ୍ପା ଓ ସେମାନଙ୍କ ସହିତ ଥିବା ସମସ୍ତ ସାଧୁ-ସନ୍ଥମାନଙ୍କୁ ନମସ୍କାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫିଲଲଗ ଓ ଯୂଲିଅ, ନୀରୂସ୍ ଓ ତାହାଙ୍କ ଭଉଣୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ଫିଲଲଗ ଓ ଯୂଲିଅ, ନୀରୂସ୍ ଓ ତାଙ୍କ ଭଗ୍ନୀ; ପୁଣି, ଅଲୁମ୍ପା ଓ ସେମାନଙ୍କ ସାଙ୍ଗରେ ଥିବା ସମସ୍ତ ସାଧୁଙ୍କୁ ନମସ୍କାର ଜଣାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಿಲೊಲೊಗಾಕ್ ಅನಿ ಜುಲಿಯಾಕ್, ನರ್ಯಾಕ್ ಅನಿ ತೆಚ್ಯಾ ಭೆನಿಕ್, ಒಲುಂಪಾಕ್ ಅನಿ ತೆಂಚ್ಯಾ ವಾಂಗ್ಡಾ ಅಸಲ್ಲ್ಯಾ ಸಗ್ಳ್ಯಾ ದೆವಾಚ್ಯಾ ಲೊಕಾಕ್ನಿ ಮಾಜೊ ನಮಸ್ಕಾರ್.