Romans 16:19 — Compare Translations

7 translations compared side by side

Odia - 1840
"ତୁମ୍ଭମାନେେ ବାଧ୍ଯ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସି। କିନ୍ତୁ ମୁଁ ଇଛା କରେ ଯେ ତୁମ୍ଭମାନେେ ଭଲ ପାଇଁ ବୁଦ୍ଧିମାନ ହାଇେ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୁସମାଚାର ପ୍ରତି ତୁମ୍ଭମାନଙ୍କର ବିଶ୍ୱସ୍ତତା ସମସ୍ତେ ଶୁଣିଛନ୍ତି, ଏଥିପାଇଁ ମୁଁ ଆନନ୍ଦିତ। ମୁଁ ଚାହେଁ, ତୁମ୍ଭେମାନେ ସତ୍ ବିଷୟରେ ଜ୍ଞାନବାନ ହୁଅ ଓ ଅସତ୍ ବିଷୟରେ ଲିପ୍ତ ହୁଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ବାଧ୍ୟ ହୁଅ; ସମସ୍ତେ ଏହା ଶୁଣିଛନ୍ତି। ମୁଁ ତୁମ୍ଭମାନଙ୍କ ପାଇଁ ବହୁତ ଖୁସୀ। କିନ୍ତୁ ମୁଁ ଇଚ୍ଛାକରେ ଯେ ତୁମ୍ଭେମାନେ ଭଲ ପାଇଁ ବୁଦ୍ଧିମାନ ହୋଇ ରୁହ ଓ ମନ୍ଦ ବିଷୟ ଜାଣିବା ପାଇଁ ଚେଷ୍ଟା କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍‍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ತುಮ್ಚ್ಯಾ ವಿಶ್ವಾಸ್ಪಾನಾಚಿ ಖಬರ್ ಸಗ್ಳ್ಯಾಕ್ಡೆ ಪಗಳಲ್ಲೆ ಆಯ್ಕುನ್ ಮಾಕಾ ಲೈ ಖುಶಿ ಹೊತಾ. ಬರೆ ಕರ್‍ತಲ್ಯಾತ್ ತುಮಿ ಬುದ್ವಂತ್ ಹೊತ್ಯಾಶಿ ಅನಿ ಬುರ್ಶ್ಯಾಪಾನಾಕ್ ತುಮಿ ಅವ್ಕಾಸುಚ್ ಕರುನ್ ದಿನ್ಯಾಶಿ ಮನುನ್ ಮಿಯಾ ವಿಶ್ವಾಸ್ ಕರ್‍ತಾ.