Romans 16:2 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ବରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କ ଠା ରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସଗେୁଡିକ ଦ୍ବାରା ତାହାଙ୍କୁ ସାହାୟ୍ଯ କର। ସେ ମାେତେ ଓ ଅନ୍ୟ ଅନକେ ଲୋକଙ୍କୁ ବହୁତ ସାହାୟ୍ଯ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସାଧୁମାନଙ୍କ ଯଥାଯୋଗ୍ୟ ଭାବରେ ତାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେବିଷୟରେ ତାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରଭୁଙ୍କ ନାମରେ ତାଙ୍କୁ ଗ୍ରହଣ କରି ଈଶ୍ୱରଙ୍କ ଲୋକମାନଙ୍କ ପରି ଆଚରଣ କର। ତାଙ୍କର ଆବଶ୍ୟକ ଅନୁଯାୟୀ ସାହାଯ୍ୟ ଦିଅ। ମୋର ଓ ଅନେକ ଲୋକଙ୍କର ସେ ଜଣେ ଉପକାରୀ ବନ୍ଧୁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ କହୁଛି ତାହାଙ୍କୁ ପରମେଶ୍ୱରଙ୍କ ଲୋକମାନଙ୍କ ପରି ପ୍ରଭୁଙ୍କଠାରେ ଗ୍ରହଣ କର। ତୁମ୍ଭଠାରୁ ତାହାଙ୍କର ଯାହା ଦରକାର, ସେଗୁଡ଼ିକ ଦ୍ୱାରା ତାହାଙ୍କୁ ସାହାଯ୍ୟ କର। ସେ ମୋତେ ଓ ଅନ୍ୟ ଅନେକ ଲୋକଙ୍କୁ ବହୁତ ସାହାଯ୍ୟ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାହାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାହାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋʼ ନିଜର ଉପକାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସାଧୁମାନଙ୍କୁ ଯଥାଯୋଗ୍ୟ ଭାବରେ ତାଙ୍କୁ ପ୍ରଭୁଙ୍କ ନାମରେ ଗ୍ରହଣ କରିବ, ଆଉ ଯେକୌଣସି ବିଷୟରେ ତୁମ୍ଭମାନଙ୍କଠାରୁ ତାଙ୍କର ସାହାଯ୍ୟ ଆବଶ୍ୟକ ହେବ, ସେ ବିଷୟରେ ତାଙ୍କୁ ସାହାଯ୍ୟ କରିବ; କାରଣ ସେ ନିଜେ ମଧ୍ୟ ଅନେକଙ୍କର ଓ ମୋ' ନିଜର ଉପକାର କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾಚ್ಯಾ ಲೊಕಾನಿ ಕರುಕ್ ಪಾಜೆ ತಶೆ ತುಮಿ ತಿಕಾ ಧನಿಯಾಚ್ಯಾ ನಾವಾನ್ ಘೆವಾ ಅನಿ ತಿಕಾ ಗರಜ್ ಹೊತ್ತಿ ತವ್ಡಿ ಮಜತ್ ಕರಾ, ಸುಮಾರ್ ಲೊಕಾಕ್ನಿ ಅನಿ ಮಾಕಾಬಿ ತೆನಿ ಮಜತ್ ಕರ್ಲಿನಾಯ್.