Romans 16:21 — Compare Translations
7 translations compared side by side
Odia - 1840
"ମାରେସହକାରୀ ତୀମଥି ଓ ମାରେ ସ୍ବଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ସହକର୍ମୀ ତୀମଥି, ପୁଣି ମୋହର ସ୍ଵଜାତୀୟ ଲୂକୀୟ, ଯାସୋନ୍,,ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ସହକର୍ମୀ ତୀମଥି ଓ ଆମର ଇହୁଦୀ ଭାଇମାନେ ଲୁକିୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସହକାରୀ ତୀମଥି ଓ ମୋର ସ୍ୱଜାତୀୟ ଯିହୂଦୀମାନେ ଲୂକିୟ, ଯାସୋନ୍ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಮೊತಿ ಮಾಜೊ ವಾಂಗ್ಡಿ ತುಮ್ಕಾ ನಮಸ್ಕಾರ್ ಮನುಲಾ, ಅನಿ ತಸೆಚ್ ಲುಸಿಯಸ್, ಜೆಸನ್ ಅನಿ ಸೊಸಿಪಾತೆರ್ ಮಾಜೆ ಜುದೆವ್ ಭಾವ್ ತುಮ್ಕಾ ನಮಸ್ಕಾರ್ ಮನುಲ್ಯಾತ್.